ସିକିମ ଦୁର୍ଘଟଣାରେ ନିଖୋଜ ଥିବା ବିଜେପି ନେତ୍ରୀ ଇତିଶ୍ରୀଙ୍କ ପରିବାରର ୪ ସଦସ୍ୟ ଓଡ଼ିଶା ଫେରିଲେ

Advertisment

ସିକିମ ଦୁର୍ଘଟଣାରେ ନିଖୋଜ ଥିବା ବିଜେପି ନେତ୍ରୀ ଇତିଶ୍ରୀଙ୍କ ପରିବାରର ୪ ସଦସ୍ୟ ଆଜି ଯାଜପୁର ରୋଡ ଷ୍ଟେସନରେ ପହଞ୍ଚିଛନ୍ତି ।  ଆଜି ସକାଳେ ଇତିଶ୍ରୀଙ୍କ ଦୁଇ ଭଉଣୀ ମଂଜୁଲତା ଦେଓ ,ଝରଣା ମହାପାତ୍ର ଏବଂ ଦୁଇ ଝିଆରୀ ଜାନି ଓ ଗୁନି ଯାଜପୁର ରୋଡ ଷ୍ଟେସନ ରେ ପହଞ୍ଚିଛନ୍ତି।

bhu

 ଯାଜପୁର: ସିକିମ ଦୁର୍ଘଟଣାରେ ନିଖୋଜ ଥିବା ବିଜେପି ନେତ୍ରୀ ଇତିଶ୍ରୀଙ୍କ ପରିବାରର ୪ ସଦସ୍ୟ ଆଜି ଯାଜପୁର ରୋଡ ଷ୍ଟେସନରେ ପହଞ୍ଚିଛନ୍ତି ।  ଆଜି ସକାଳେ ଇତିଶ୍ରୀଙ୍କ ଦୁଇ ଭଉଣୀ ମଂଜୁଲତା ଦେଓ ,ଝରଣା ମହାପାତ୍ର ଏବଂ ଦୁଇ ଝିଆରୀ ଜାନି ଓ ଗୁନି ଯାଜପୁର ରୋଡ ଷ୍ଟେସନ ରେ ପହଞ୍ଚିଛନ୍ତି।

ସିକିମ ଦୁର୍ଘଟଣାରେ ନିଖୋଜ ଥିବା ବିଜେପି ନେତ୍ରୀ ଇତିଶ୍ରୀଙ୍କ ପରିବାରର ୪ ସଦସ୍ୟ ଆଜି ଯାଜପୁର ରୋଡ ଷ୍ଟେସନରେ ପହଞ୍ଚିଛନ୍ତି ।  ଆଜି ସକାଳେ ଇତିଶ୍ରୀଙ୍କ ଦୁଇ ଭଉଣୀ ମଂଜୁଲତା ଦେଓ ,ଝରଣା ମହାପାତ୍ର ଏବଂ ଦୁଇ ଝିଆରୀ ଜାନି ଓ ଗୁନି ଯାଜପୁର ରୋଡ ଷ୍ଟେସନ ରେ ପହଞ୍ଚିଛନ୍ତି।

ପହଞ୍ଚିବା ପରେ ସେଦିନର ସେହି ଛାତିଥରା ଘଟଣାକୁ ବଖାଣିଛନ୍ତି। ତେବେ ବୁଲିବାକୁ ୧୧ ଜଣ ଯାଇଥିବା ବେଳେ ଆଜି ୪ ଜଣ ଫେରିଛୁ ବୋଲି କହିଛନ୍ତି ଫେରିଥିବା ଇତିଶ୍ରୀଙ୍କ ଦୁଇ ଭଉଣୀ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe