ଭୁବନେଶ୍ବର: ରାଜଧାନୀର ଭରତପୁରରେ ଏକ ହତ୍ୟାକାଣ୍ଡ ଘଟିଛି। ଭରତପୁର ଥାନା ଅଧୀନ ତାରିଣୀ ବସ୍ତିରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ଗତକାଲି ରାତିରେ ୪ଜଣ ଚୋର ଚୋରି କରିବାକୁ ପଶିଥିବା ବେଳେ ଘର ମାଲିକ ଚିତ୍କାର କରିଥିଲେ। ଧରା ପଡ଼ିଯିବା ଭୟରେ ସେମାନେ ଘରମାଲିକଙ୍କୁ ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି।

Advertisment

ଭରତପୁର ଥାନା ଅଧୀନ ତାରିଣୀ ବସ୍ତିରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ଗତକାଲି ରାତିରେ ୪ଜଣ ଚୋର ଚୋରି କରିବାକୁ ପଶିଥିବା ବେଳେ ଘର ମାଲିକ ଚିତ୍କାର କରିଥିଲେ। ଧରା ପଡ଼ିଯିବା ଭୟରେ ସେମାନେ ଘରମାଲିକଙ୍କୁ ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ଖବର ପାଇ ଭରତପୁର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

ଖବର ପାଇ ଭରତପୁର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରି ତଦନ୍ତ ଆରମ୍ଭ କରିଛି।