ଚୋରି କରିବାକୁ ଆସିଥିଲେ, ଚିତ୍କାର କରିବାରୁ ମାଲିକଙ୍କୁ ହତ୍ୟା କଲେ ୪ ଦୁର୍ବୃତ୍ତ

Advertisment

ଗତକାଲି ରାତିରେ ୪ଜଣ ଚୋର ଚୋରି କରିବାକୁ ପଶିଥିବା ବେଳେ ଘର ମାଲିକ ଚିତ୍କାର କରିଥିଲେ। ଧରା ପଡ଼ିଯିବା ଭୟରେ ସେମାନେ ଘରମାଲିକଙ୍କୁ ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି।

ଗତକାଲି ରାତିରେ ୪ଜଣ ଚୋର ଚୋରି କରିବାକୁ ପଶିଥିବା ବେଳେ ଘର ମାଲିକ ଚିତ୍କାର କରିଥିଲେ। ଧରା ପଡ଼ିଯିବା ଭୟରେ ସେମାନେ ଘରମାଲିକଙ୍କୁ ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି।

New Project (4)

Photograph: (Sambad.in)

ଭୁବନେଶ୍ବର: ରାଜଧାନୀର ଭରତପୁରରେ ଏକ ହତ୍ୟାକାଣ୍ଡ ଘଟିଛି। ଭରତପୁର ଥାନା ଅଧୀନ ତାରିଣୀ ବସ୍ତିରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ଗତକାଲି ରାତିରେ ୪ଜଣ ଚୋର ଚୋରି କରିବାକୁ ପଶିଥିବା ବେଳେ ଘର ମାଲିକ ଚିତ୍କାର କରିଥିଲେ। ଧରା ପଡ଼ିଯିବା ଭୟରେ ସେମାନେ ଘରମାଲିକଙ୍କୁ ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି।

ଭରତପୁର ଥାନା ଅଧୀନ ତାରିଣୀ ବସ୍ତିରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ଗତକାଲି ରାତିରେ ୪ଜଣ ଚୋର ଚୋରି କରିବାକୁ ପଶିଥିବା ବେଳେ ଘର ମାଲିକ ଚିତ୍କାର କରିଥିଲେ। ଧରା ପଡ଼ିଯିବା ଭୟରେ ସେମାନେ ଘରମାଲିକଙ୍କୁ ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ଖବର ପାଇ ଭରତପୁର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

ଖବର ପାଇ ଭରତପୁର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe