ଶ୍ରୀମନ୍ଦିରରେ ବନକଲାଗି ନୀତି: ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

a0e12d7a-51a6-40c3-9fc3-e02d2a74c79f

 
ପୁରୀ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe