ଭୁବନେଶ୍ବର: ପୁରୀ ଜିଲ୍ଲା ଡେଲାଙ୍ଗରେ ୫ଟି ମେଗା ପାନୀୟ ଜଳ ପ୍ରକଳ୍ପ ହେବ ବୋଲି ଗ୍ରାମ୍ୟ ଉନ୍ନୟନ ତଥା ପାନୀୟ ଜଳ ମନ୍ତ୍ରୀ ରବି ନାଏକ କହିଛନ୍ତି। ଏନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି। ପିପିଲି ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖି ସେ କହିଛନ୍ତି, ଦୟା ନଦୀରୁ ଜଳ ଉଠାଣ ପାଇଁ ହେବ ୫ ପ୍ରକଳ୍ପ। ଦୟା ନଦୀରେ ଜଳଭଣ୍ଡାର ନିର୍ମାଣ ହେବ।