ଭୁବନେଶ୍ବର: ରାଜଧାନୀ ଭରତପୁର ଥାନାରେ ସେନାବାହିନୀର ମେଜର୍ ଗୁରୁବନ୍ତ ସିଂଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ମାଡ଼ ମରାଯିବା ଘଟଣାରେ ପୁଲିସ ଡିଜି ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହି ମାମଲାରେ ଭରତପୁର ଥାନାର ୫ ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି।
ନିଲମ୍ବିତ କର୍ମଚାରୀମାନେ ହେଲେ ଭରତପୁର ଥାନାର ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର ଏସଆଇ ବୈଶାଳିନୀ ପଣ୍ଡା ଏଏସଆଇ ସଲିଳମୟୀ ସାହୁ, ସାଗରିକା ରଥ ଏବଂ କନେଷ୍ଟବଳ ବଳରାମ ହାଁସଦା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/Bv3uWFPKkdV23IPYXOPJ.jpg)