ଭରତପୁର ଥାନାରେ ସେନାବାହିନୀର ମେଜରଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣା: ୫ ପୁଲିସ କର୍ମଚାରୀ ନିଲମ୍ବିତ

Advertisment

ରାଜଧାନୀ ଭରତପୁର ଥାନାରେ ସେନାବାହିନୀର ମେଜର୍ ଗୁରୁବନ୍ତ ସିଂଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ମାଡ଼ ମରାଯିବା ଘଟଣାରେ ପୁଲିସ ଡିଜି ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହି ମାମଲାରେ ଭରତପୁର ଥାନାର ୫ ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। 

bharatpur ps

ଭୁବନେଶ୍ବର: ରାଜଧାନୀ ଭରତପୁର ଥାନାରେ ସେନାବାହିନୀର ମେଜର୍ ଗୁରୁବନ୍ତ ସିଂଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ମାଡ଼ ମରାଯିବା ଘଟଣାରେ ପୁଲିସ ଡିଜି ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହି ମାମଲାରେ ଭରତପୁର ଥାନାର ୫ ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। 

ନିଲମ୍ବିତ କର୍ମଚାରୀମାନେ ହେଲେ  ଭରତପୁର ଥାନାର ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର ଏସଆଇ ବୈଶାଳିନୀ ପଣ୍ଡା ଏଏସଆଇ ସଲିଳମୟୀ ସାହୁ, ସାଗରିକା ରଥ ଏବଂ କନେଷ୍ଟବଳ ବଳରାମ ହାଁସଦା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe