ଭୁବନେଶ୍ବର: ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି। ଏଥିରୁ ମୟୂରଭଞ୍ଜ ଜିଲ୍ଲାରେ ସର୍ବାଧିକ ୧୩ଟି ନୂଆ କୋର୍ଟ ସ୍ଥାପନ କରାଯିବ। ଏହି ଜିଲ୍ଲାର ବଡ଼ସାହି, ବାଙ୍ଗିରିପୋଷୀ, ଶୁଳିଆପଦା, ଖୁଣ୍ଟା, ଗୋପବନ୍ଧୁ ନଗର, ରାଇରଙ୍ଗପୁର କପ୍ତିପଦା, ସୁକ୍ରୁଲି, ଜାମଦା, ବିଜାତୋଳା, ତିରିଙ୍ଗ ଓ କୁସୁମୀ ଠାରେ ନୂଆ କୋର୍ଟକୁ ଅନୁମୋଦନ ମିଳିଛି।
୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି। ଏଥିରୁ ମୟୂରଭଞ୍ଜ ଜିଲ୍ଲାରେ ସର୍ବାଧିକ ୧୩ଟି ନୂଆ କୋର୍ଟ ସ୍ଥାପନ କରାଯିବ। ଏହି ଜିଲ୍ଲାର ବଡ଼ସାହି, ବାଙ୍ଗିରିପୋଷୀ, ଶୁଳିଆପଦା, ଖୁଣ୍ଟା, ଗୋପବନ୍ଧୁ ନଗର, ରାଇରଙ୍ଗପୁର କପ୍ତିପଦା, ସୁକ୍ରୁଲି, ଜାମଦା, ବିଜାତୋଳା, ତିରିଙ୍ଗ ଓ କୁସୁମୀ ଠାରେ ନୂଆ କୋର୍ଟକୁ ଅନୁମୋଦନ ମିଳିଛି। ଠିକ୍ ସେହିପରି ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଦୁଇଟି ଲେଖାଏଁ ନୂଆକୋର୍ଟ ସ୍ଥାପନ କରାଯିବ।
ଠିକ୍ ସେହିପରି ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଦୁଇଟି ଲେଖାଏଁ ନୂଆକୋର୍ଟ ସ୍ଥାପନ କରାଯିବ। ୨୩ ଜିଲ୍ଲାରେ ନୂଆ କୋର୍ଟ ସ୍ଥାପନ ହେବା ଫଳରେ ବିଜାର ପ୍ରକ୍ରିୟା ତ୍ବରାନ୍ବିତ ହେବ ବୋଲି କୁହାଯାଉଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/07/23/new-project-2-2025-07-23-12-12-43.jpg)
