ହୀରାକୁଦ ଡ୍ୟାମର ଆଉ ୬ଟି ଗେଟ୍ ଖୋଲିଲା, ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ହୀରାକୁଦ ଡ୍ୟାମର ଆଉ ୬ଟି ଗେଟ୍ ଖୋଲିଛି। ଏବେ ମୋଟ୍ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି।

ହୀରାକୁଦ ଛାଡ଼ିଲା ପ୍ରଥମ ବନ୍ୟାଜଳ

ସମ୍ବଲପୁର: ହୀରାକୁଦ ଡ୍ୟାମର ଆଉ ୬ଟି ଗେଟ୍ ଖୋଲିଛି। ଏବେ ମୋଟ୍ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଥିବା ହେତୁ ଆଉ ୬ଟି ଗେଟ୍ ଖୋଲାଯାଇଥିବା ଜଣାଯାଇଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe