ଭୁବନେଶ୍ବର: ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଆଜି ଭୁବନେଶ୍ବର ରେଳ ଷ୍ଟେସନରୁ ବରିଷ୍ଠ ତୀର୍ଥଯାତ୍ରୀଙ୍କୁ ନେଇ ଅଯୋଧ୍ୟା ଓ ବାରାଣସୀ ଅଭିମୁଖେ ବାହାରିବ ସ୍ଵତନ୍ତ୍ର ଟ୍ରେନ। ଏଥିପାଇଁ ଭୁବନେଶ୍ୱରରେ ଷ୍ଟେସନରେ ସ୍ଵତନ୍ତ୍ର ବ୍ୟବସ୍ଥା ହୋଇଛି। ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା ପତକା ଦେଖାଇ ଏହାର ଶୁଭାରମ୍ଭ କରିବେ।
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଆଜି ଭୁବନେଶ୍ବର ରେଳ ଷ୍ଟେସନରୁ ବରିଷ୍ଠ ତୀର୍ଥଯାତ୍ରୀଙ୍କୁ ନେଇ ଅଯୋଧ୍ୟା ଓ ବାରାଣସୀ ଅଭିମୁଖେ ବାହାରିବ ସ୍ଵତନ୍ତ୍ର ଟ୍ରେନ। ଏଥିପାଇଁ ଭୁବନେଶ୍ୱରରେ ଷ୍ଟେସନରେ ସ୍ଵତନ୍ତ୍ର ବ୍ୟବସ୍ଥା ହୋଇଛି। ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା ପତକା ଦେଖାଇ ଏହାର ଶୁଭାରମ୍ଭ କରିବେ। ଢେଙ୍କାନାଳରୁ ୧୦୮, ଜଗତସିଂହପୁରରୁ ୮୫, ପୁରୀରୁ ୧୨୭,କେନ୍ଦ୍ରାପଡ଼ାରୁ ୮୯, କଟକରୁ ୧୯୭ ଓ ଖୋର୍ଦ୍ଧାରୁ ୧୬୯ ଜଣ ଯାତ୍ରୀ ଅଯୋଧ୍ୟା ଅଭିମୁଖେ ଯାତ୍ରା କରିବେ।
ସୂଚନା ଅନୁଯାୟୀ, ଢେଙ୍କାନାଳରୁ ୧୦୮, ଜଗତସିଂହପୁରରୁ ୮୫, ପୁରୀରୁ ୧୨୭,କେନ୍ଦ୍ରାପଡ଼ାରୁ ୮୯, କଟକରୁ ୧୯୭ ଓ ଖୋର୍ଦ୍ଧାରୁ ୧୬୯ ଜଣ ଯାତ୍ରୀ ଅଯୋଧ୍ୟା ଅଭିମୁଖେ ଯାତ୍ରା କରିବେ। ମୋଟ ୭୭୫ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀଙ୍କ ସମେତ ସେମାନଙ୍କ ସହ ଯାଉଛନ୍ତି ୨୫ ଜଣ ଏସ୍କର୍ଟ ଗାଇଡ |
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/09/10/untitled-2025-09-10-11-55-38.png)