ସମ୍ବଲପୁର: ହୀରାକୁଦ ଡ୍ୟାମର ଆଉ ୮ଟି ଗେଟ୍ ଖୋଲିଛି। ଏବେମୋଟ୍ ୧୪ ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବାର ସୂଚନା ମିଳିଛି।