ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ପୁଲିସ ନିକଟରେ ୨ ଜଣ ମହିଳା ମାଓବାଦୀଙ୍କ ସମେତ ୯ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସୁକମା ଏସପି କିରଣ ଚୌହାନଙ୍କ ନିକଟରେ ଏମାନେ ଆତ୍ମସମର୍ପଣ କରିଛନ୍ତି। ୨ ଜଣ ମାଓବାଦୀଙ୍କ ନାମରେ ୮ ଲକ୍ଷ ଟଙ୍କା ଏବଂ ୪ ଜଣ ମାଓବାଦୀଙ୍କ ପାଇଁ ୫ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରାଯାଇଛି। ତେବେ ୯ ଜଣ ନକ୍ସଲଙ୍କ ଉପରେ ମୋଟ ୪୩ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଛି।
୨ ଜଣ ମାଓବାଦୀଙ୍କ ନାମରେ ୮ ଲକ୍ଷ ଟଙ୍କା ଏବଂ ୪ ଜଣ ମାଓବାଦୀଙ୍କ ପାଇଁ ୫ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରାଯାଇଛି। ତେବେ ୯ ଜଣ ନକ୍ସଲଙ୍କ ଉପରେ ମୋଟ ୪୩ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଛି। 'ନିଆଦ ନେଲା ନାର' ଯୋଜନା ଦ୍ୱାରା ପ୍ରଭାବିତ ହେବା ଏବଂ ନୂତନ ଶିବିର ପ୍ରତିଷ୍ଠା ଯୋଗୁଁ ପୁଲିସ ଚାପ ବୃଦ୍ଧି ପାଇଲା। ତେଣୁ ନକ୍ସଲ ଭୟଭୀତ ହୋଇ ଆତ୍ମସମର୍ପଣ କରୁଛନ୍ତି। ଏମାନେ ବୁର୍କାପାଲ ଘଟଣା ସମେତ ୫୦ରୁ ଊର୍ଦ୍ଧ୍ବ ଘଟଣାରେ ସମ୍ପୃକ୍ତ ଥିଲେ।ସୁକମା ଏସପି କିରଣ ଚୌହାନଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି।
'ନିଆଦ ନେଲା ନାର' ଯୋଜନା ଦ୍ୱାରା ପ୍ରଭାବିତ ହେବା ଏବଂ ନୂତନ ଶିବିର ପ୍ରତିଷ୍ଠା ଯୋଗୁଁ ପୁଲିସ ଚାପ ବୃଦ୍ଧି ପାଇଲା। ତେଣୁ ନକ୍ସଲ ଭୟଭୀତ ହୋଇ ଆତ୍ମସମର୍ପଣ କରୁଛନ୍ତି। ଏମାନେ ବୁର୍କାପାଲ ଘଟଣା ସମେତ ୫୦ରୁ ଊର୍ଦ୍ଧ୍ବ ଘଟଣାରେ ସମ୍ପୃକ୍ତ ଥିଲେ।ସୁକମା ଏସପି କିରଣ ଚୌହାନଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/01/11/YOMWr4rdzLLSYOH5qLU2.jpg)
