ଟ୍ରକକୁ ପଛପଟୁ ପିଟିଲା ବାଇକ୍: ଚାଲିଗଲା ଆରୋହୀଙ୍କ ଜୀବନ, ଆଉ ଜଣେ ଗୁରୁତର

ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥର ନୂତନ ବସଷ୍ଟାଣ୍ଡ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବାର ସୂଚନା ରହିଛି। ଏଠାରେ ଠିଆ ହୋଇଥିବା ଏକ ଟ୍ରକକୁ ପଛପଟୁ ବାଇକ୍ ପିଟିବା ଫଳରେ ଜଣେ ଆରୋହୀଙ୍କର ଘଟଣାସ୍ଥଳରେ ପ୍ରାଣହାନି ଘଟିଛି।

ଖେଳୁଖେଳୁ ବିଷ ପିଇଦେଲେ ୪ ଶିଶୁ, ଡାକ୍ତରଖାନାରେ ଭର୍ତ୍ତି

 ଭଦ୍ରକ: ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥର ନୂତନ ବସଷ୍ଟାଣ୍ଡ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବାର ସୂଚନା ରହିଛି। ଏଠାରେ ଠିଆ ହୋଇଥିବା ଏକ ଟ୍ରକକୁ ପଛପଟୁ ବାଇକ୍ ପିଟିବା ଫଳରେ ଜଣେ ଆରୋହୀଙ୍କର ଘଟଣାସ୍ଥଳରେ ପ୍ରାଣହାନି ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର ଥିବା ଜଣାଯାଇଛି।

ଯାଜପୁର ଜିଲ୍ଲା ଅହିୟାସ ଅଞ୍ଚଳର ଦୁଇଜଣ ଯୁଵକ ବାଲେଶ୍ବରରୁ ଭଦ୍ରକ ବାଟଦେଇ ନିଜ ଗାଁକୁ ବାଇକରେ ଯାଉଥିଲେ। ଏହି ସମୟରେ ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥର ନୂତନ ବସଷ୍ଟାଣ୍ଡ ନିକଟରେ ବ୍ରେକ ଡାଉନ ହୋଇ ଛିଡ଼ା ହୋଇଥିବା ଏକ ଟ୍ରକକୁ ପଛରୁ ଧକ୍କା ଦେଇଥିଲେ। ଏହାଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋଥକେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।
 

ଗତକାଲି ବିଳମ୍ବିତ ରାତିରେ ଯାଜପୁର ଜିଲ୍ଲା ଅହିୟାସ ଅଞ୍ଚଳର ଦୁଇଜଣ ଯୁଵକ ବାଲେଶ୍ବରରୁ ଭଦ୍ରକ ବାଟଦେଇ ନିଜ ଗାଁକୁ ବାଇକରେ ଯାଉଥିଲେ। ଏହି ସମୟରେ ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥର ନୂତନ ବସଷ୍ଟାଣ୍ଡ ନିକଟରେ ବ୍ରେକ ଡାଉନ ହୋଇ ଛିଡ଼ା ହୋଇଥିବା ଏକ ଟ୍ରକକୁ ପଛରୁ ଧକ୍କା ଦେଇଥିଲେ। ଏହାଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋଥକେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। 

bnj

ପରେ ତାଙ୍କର ଅଵସ୍ଥା ସଂକଟାପନ୍ନ ହେଵାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା ଜଣାଯାଇଛି। ତେବେ ରିପୋର୍ଟ ପ୍ରସ୍ତୁତ ହେବା ଯାଏ ଉଭୟଙ୍କର ପରିଚୟ ମିଳିନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe