କାମାକ୍ଷାନଗର: କାମାକ୍ଷାନଗର ଥାନା ୫୩ ନମ୍ବର ଜାତୀୟ ରାଜପଥର ମାଳପୁରା ଓଭରବ୍ରିଜ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା l ବାଇକକୁ ପଛରୁ ପିଟିଲା ଅଜଣା ଗାଡ଼ିl ଘଟଣା ସ୍ଥଳରେ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି l
ଆହୁରି ପଢ଼ନ୍ତୁ:Maoists Surrender Chhatisgarh: ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଆତ୍ମସମର୍ପଣ କଲେ ୨୦୮ ମାଓବାଦୀ
ତିନି ମୃତ, ଜଣେ ଗୁରୁତର
କାମାକ୍ଷାନଗର ଥାନା ୫୩ ନମ୍ବର ଜାତୀୟ ରାଜପଥର ମାଳପୁରା ଓଭରବ୍ରିଜ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା l ବାଇକକୁ ପଛରୁ ପିଟିଲା ଅଜଣା ଗାଡ଼ିl ଘଟଣା ସ୍ଥଳରେ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି l ମୃତକ ମଧ୍ୟରେ ଦୁଇ ଶିଶୁ ଥିବାବେଳେ ଘଟଣା ସ୍ଥଳରୁ ଦୁର୍ଘଟଣା ଘଟାଇଥିବା ଗାଡ଼ି ଫେରାର l ଜଣେ ପୁରୁଷଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ମହିଳା ଗୁରୁତର ଅବସ୍ଥାରେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି ହୋଇଛନ୍ତି l
ଦୁର୍ଘଟଣା ଘଟାଇଥିବା ଗାଡ଼ି ଫେରାର
ମୃତକ ମଧ୍ୟରେ ଦୁଇ ଶିଶୁ ଥିବାବେଳେ ଘଟଣା ସ୍ଥଳରୁ ଦୁର୍ଘଟଣା ଘଟାଇଥିବା ଗାଡ଼ି ଫେରାର l ଜଣେ ପୁରୁଷଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ମହିଳା ଗୁରୁତର ଅବସ୍ଥାରେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି ହୋଇଛନ୍ତି l ଘଟଣା ସ୍ଥଳରେ ପୁଲିସ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି।
ଆହୁରି ପଢ଼ନ୍ତୁ:ଓଡ଼ିଆ ଛାତ୍ରୀଙ୍କୁ ଦୁଷ୍କର୍ମ ମାମଲା: ବାରମ୍ବାର ବୟାନ ବଦଳାଉଛି ପୁରୁଷବନ୍ଧୁ
death | Accident