ଶୋଇଥିବା ବେଳେ ଯୁବକଙ୍କ ଉପରକୁ ଏସିଡ୍ ମାଡ଼, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର

Advertisment

ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ୍ ଅନ୍ତର୍ଗତ ନାୟକାଣିଡ଼ିହି ଥାନା ରାମଚନ୍ଦ୍ରପୁର ଗାଁର ସନାତନ ପଲେଇଙ୍କ ପୁଅ ଜଗବନ୍ଧୁଙ୍କ ଉପରକୁ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ଝରକା ବାହାରୁ ଏସିଡ ଫିଙ୍ଗି ଫେରାର ହୋଇଥିବା ପରିବାରଲୋକ ଅଭିଯୋଗ କରିଛନ୍ତି।

Updated On

ଅଦ୍ୟତନ ହୋଇଛି
mkl

ବାସୁଦେବପୁର: ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ୍ ଅନ୍ତର୍ଗତ ନାୟକାଣିଡ଼ିହି ଥାନା ରାମଚନ୍ଦ୍ରପୁର ଗାଁରେ ଏକ ଅଭାବନୀୟ ଘଟଣା ସାମନାକୁ ଆସିଛି। ସେହି ଗାଁର ସନାତନ ପଲେଇଙ୍କ ପୁଅ ଜଗବନ୍ଧୁଙ୍କ ଉପରକୁ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ଝରକା ବାହାରୁ ଏସିଡ ଫିଙ୍ଗି ଫେରାର ହୋଇଥିବା ପରିବାରଲୋକ ଅଭିଯୋଗ କରିଛନ୍ତି।

ନାୟକାଣିଡ଼ିହି ଥାନା ରାମଚନ୍ଦ୍ରପୁର ଗାଁରେ ଏକ ଅଭାବନୀୟ ଘଟଣା ସାମନାକୁ ଆସିଛି। ସେହି ଗାଁର ସନାତନ ପଲେଇଙ୍କ ପୁଅ ଜଗବନ୍ଧୁଙ୍କ ଉପରକୁ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ଝରକା ବାହାରୁ ଏସିଡ ଫିଙ୍ଗି ଫେରାର ହୋଇଥିବା ପରିବାରଲୋକ ଅଭିଯୋଗ କରିଛନ୍ତି। ତେବେ ପରିବାରଲୋକ ଜଗବନ୍ଧୁଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାରକରି ପ୍ରଥମେ ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟ‌ କେନ୍ଦ୍ର ଓ ପରେ କଟକ ସ୍ଥାନାନ୍ତର କରାଯାଇଛି।

ତେବେ ପରିବାରଲୋକ ଜଗବନ୍ଧୁଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାରକରି ପ୍ରଥମେ ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟ‌ କେନ୍ଦ୍ର ଓ ପରେ କଟକ ସ୍ଥାନାନ୍ତର କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe