ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା

Advertisment

ଓଡ଼ିଶାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ରାଜ୍ୟ ସରକାର ଅତିରିକ୍ତ ଦାୟିତ୍ବ ପ୍ରଦାନ କରିଛନ୍ତି। ତାଙ୍କୁ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ)ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଉଥିଲେ।

ଓଡ଼ିଶାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ରାଜ୍ୟ ସରକାର ଅତିରିକ୍ତ ଦାୟିତ୍ବ ପ୍ରଦାନ କରିଛନ୍ତି। ତାଙ୍କୁ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ)ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଉଥିଲେ।

vbh

ଭୁବନେଶ୍ବର: ଓଡ଼ିଶାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ରାଜ୍ୟ ସରକାର ଅତିରିକ୍ତ ଦାୟିତ୍ବ ପ୍ରଦାନ କରିଛନ୍ତି। ତାଙ୍କୁ ମୁଖ୍ୟ ଶାସନ ସଚିବ ଓ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର କାର୍ଯ୍ୟକାରୀ  ଅଧ୍ୟକ୍ଷଭାବେ ଅତିରିକ୍ତ ଦାୟିତ୍ୱ ସହ ଅତିରିକ୍ତ ମୁଖ୍ୟ ଆବାସିକ ଆୟୁକ୍ତଭାବେ ନୂଆ ଦାୟିତ୍ୱ ମିଳିଛି। ଏ ନେଇ ରାଜ୍ୟ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। 

ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ)ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। । ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଉଥିଲେ। ୨୦୨୪  ଅଗଷ୍ଟ ୧୩ ତାରିଖରୁ ମନୋଜ ଆହୁଜା କାର୍ଯ୍ୟକାରୀ ଅଧ୍ୟକ୍ଷ ଥିଲେ ।

ସରକାର ଏବେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ)ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି । ଗତ ବର୍ଷ ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ବରିଷ୍ଠ ଆଇଏସ୍ ମନୋଜ ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ  ଭାବେ ଦାୟିତ୍ୱ ମିଳିଥିଲା । ଆଉ ଅଗଷ୍ଟ ମାସରେ ତାଙ୍କୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ବି ଅବସ୍ଥାପିତ କରାଯାଇଥିଲା। ଏହାପରେ ଡିସେମ୍ବର ମାସରେ ତାଙ୍କ କାର୍ଯ୍ୟକାଳକୁ ବର୍ଷେ ଯାଏଁ ବୃଦ୍ଧି କରାଯାଇଥିଲା । 

ତାଙ୍କୁ ସରକାର ଏବେ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦେଇଛନ୍ତି । ଗତ ବର୍ଷ ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ବରିଷ୍ଠ ଆଇଏସ୍ ମନୋଜ ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ  ଭାବେ ଦାୟିତ୍ୱ ମିଳିଥିଲା । ଆଉ ଅଗଷ୍ଟ ମାସରେ ତାଙ୍କୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ବି ଅବସ୍ଥାପିତ କରାଯାଇଥିଲା। ଏହାପରେ ଡିସେମ୍ବର ମାସରେ ତାଙ୍କ କାର୍ଯ୍ୟକାଳକୁ ବର୍ଷେ ଯାଏଁ ବୃଦ୍ଧି କରାଯାଇଥିଲା । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe