ମେଜରଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାର ପ୍ରତିବାଦ କଲେ ଅବସରପ୍ରାପ୍ତ ସେନା ଅଧିକାରୀ।

Advertisment

ରାଜଧାନୀର ଭରତପୁର ଥାନାରେ ସେନାବାହିନୀର ମେଜର୍ ଗୁରୁବନ୍ତ ସିଂଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ମାଡ଼ ମରାଯିବା ଘଟଣାର ପ୍ରତିବାଦ କରିଛନ୍ତି ଅବସରପ୍ରାପ୍ତ ସେନା ଅଧିକାରୀ।

ରାଜଧାନୀର ଭରତପୁର ଥାନାରେ ସେନାବାହିନୀର ମେଜର୍ ଗୁରୁବନ୍ତ ସିଂଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ମାଡ଼ ମରାଯିବା ଘଟଣାର ପ୍ରତିବାଦ କରିଛନ୍ତି ଅବସରପ୍ରାପ୍ତ ସେନା ଅଧିକାରୀ।

କନ

ଭୁବନେଶ୍ବର: ରାଜଧାନୀର ଭରତପୁର ଥାନାରେ ସେନାବାହିନୀର ମେଜର୍ ଗୁରୁବନ୍ତ ସିଂଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ମାଡ଼ ମରାଯିବା ଘଟଣାର ପ୍ରତିବାଦ କରିଛନ୍ତି ଅବସରପ୍ରାପ୍ତ ସେନା ଅଧିକାରୀ। ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ଅବସରପ୍ରାପ୍ତ ସେନା ଅଧିକାରୀମାନେ ଆଜି ୧୨୦ ବାଟାଲିଅନରୁ ପୁଲିସ ସେବା ଭବନ ଅଭିମୁଖେ ପ୍ଲାକାର୍ଡ ଧରି ନାରାବାଜି କରି ବାହାରିଛନ୍ତି। ସେମାନେ ଘଟଣାକୁ ଦୁର୍ଭାଗ୍ୟଜନକ କହିବା ସହ ଏହାର ତୀବ୍ର ନିନ୍ଦା କରିଛନ୍ତି। ଏହାଛଡ଼ା ସେମାନେ ବିଚାର ବିଭାଗୀୟ ତଦନ୍ତ ଦାବି କରିଛନ୍ତି।

ସୂଚନାଯୋଗ୍ୟ ଏହି ଘଟଣାରେ ପୁଲିସ ଡିଜି ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହି ମାମଲାରେ ଭରତପୁର ଥାନାର ୫ଜଣ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ନିଲମ୍ବିତ କର୍ମଚାରୀମାନେ ହେଲେ  ଭରତପୁର ଥାନାର ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର ଏସଆଇ ବୈଶାଳିନୀ ପଣ୍ଡା ଏଏସଆଇ ସଲିଳମୟୀ ସାହୁ, ସାଗରିକା ରଥ ଏବଂ କନେଷ୍ଟବଳ ବଳରାମ ହାଁସଦା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe