ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ସବୁଠି ବିଦ୍ରୋହର ନିଆଁ, ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ବର: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣାରେ ସାରା ରାଜ୍ୟରେ ଶୋକର ଛାୟା ଖେଳିଯାଇଛି। ସୌମ୍ୟାଶ୍ରୀଙ୍କ ମୃତ୍ୟୁ ନେଇ ସାଧାରଣ ଜନତା, ବିରୋଧୀ ଦଳର ନେତା, ବୁଦ୍ଧିଜୀବୀ ପ୍ରମୁଖ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ଅନ୍ୟ ପଟରେ ରାଜ୍ୟ ସରକାର ଏହି ଘଟଣାରେ ସଂପୃକ୍ତ ବ୍ୟକ୍ତିମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବା ଆରମ୍ଭ କରିଛନ୍ତି। ଘଟଣାର ଅଧିକ ତଦନ୍ତ ଜାରି ରହିଛି।

ଅଦ୍ୟତନ ହୋଇଛି
New Project (45)
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe