ଆସନ୍ତାକାଲିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ: ସର୍ବଦଳୀୟ ବୈଠକ ଆରମ୍ଭ

ଆସନ୍ତାକାଲିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେଉଛି। ଏଥିପାଇଁ ଆଜି ସର୍ବଦଳୀୟ ବୈଠକ ଆରମ୍ଭ ହୋଇଛି। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ , ବିରୋଧୀ ଦଳ ମୁଖ୍ୟ ସଚେତକ ଓ କଂଗ୍ରେସ ବିଧାୟକ ଦଳ ନେତା ଯୋଗ ଦେଇଛନ୍ତି।

assembly2

ଭୁବନେଶ୍ବର: ଆସନ୍ତାକାଲିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେଉଛି। ଏଥିପାଇଁ ଆଜି ସର୍ବଦଳୀୟ ବୈଠକ ଆରମ୍ଭ ହୋଇଛି। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ କଂଗ୍ରେସ ବିଧାୟକ ଦଳ ନେତା ଯୋଗ ଦେଇଛନ୍ତି। ଏହି ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ଲାଗି ବାଚସ୍ପତି ସମସ୍ତଙ୍କର ସହଯୋଗ ଲୋଡ଼ିଛନ୍ତି। ଏହି ଅଧିବେଶନ ୩୧ ତାରିଖ ଯାଏ ଚାଲିବ।

ଏଣେ ଏଥର ଅଧିବେଶନ ସରଗରମ ହେବାର ସମ୍ଭାବନା ରହିଛି। ବିଭିନ୍ନ ପ୍ରସଙ୍ଗରେ ଉଭୟ ବିରୋଧୀ ଓ ଶାସକ ମୁହାଁମୁହିଁ ହୋଇପାରନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe