ଭୁବନେଶ୍ୱର: ଶ୍ରୀମନ୍ଦିରର ସୁରକ୍ଷା ଲାଗି ଲାଗିବ ଆଣ୍ଟିଡ୍ରୋନ ଟେକନୋଲୋଜି। ଏ ନେଇ ପୁଲିସ ବିଭାଗ ସହ ଆଲୋଚନା କରିଛି ଆଇନ ବିଭାଗ। ଆଣ୍ଟିଡ୍ରୋନ ଟେକନୋଲୋଜି ଲାଗିଲେ ଡ୍ରୋନ ଉଡ଼ିବା ପରେ ଏହାକୁ ଖସାଇ ଦିଆ ଯାଇ ପାରିବ। ଏଥିଲାଗି ଆବଶ୍ୟକ ପଡ଼ିଲେ ଶ୍ରୀମନ୍ଦିର ପ୍ରଶାସନ ଅର୍ଥ ଦେବ। ଏ ନେଇ ବିଚାର ଚାଲିଛି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ରାଜ୍ୟର ବିଭିନ୍ନ ଜାଗାରେ ହେଉଥିବା ରଥଯାତ୍ରା ପାଇଁ ସହାୟତା ଯୋଗାଇ ଦେବେ ସରକାର | ରାଜ୍ୟର ବିଭିନ୍ନ ଜାଗାରେ ରଥଯାତ୍ରା ହେଉଥିବା ବେଳେ ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆର୍ଥିକ ସହାୟତା ପ୍ରଦାନ କରିବେ ଆଇନ ବିଭାଗ | ଦେବୋତ୍ତର ଆୟୋଗ ଅଧୀନରେ ଥିବା ଜଗନ୍ନାଥ ମନ୍ଦିରକୁ ରଥଯାତ୍ରା ପାଇଁ ଆର୍ଥିକ ସହାୟତା ମିଳିବ | ଏନେଇ ଅନେକ ଆବେଦନ ଆସିଛି ଏବଂ ଯେଉଁମାନେ ଆବେଦନ କରିନାହାନ୍ତି ତାଙ୍କ କଥା ବିଚାର କରାଯିବ।
ଏଣେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ରାଜ୍ୟର ବିଭିନ୍ନ ଜାଗାରେ ହେଉଥିବା ରଥଯାତ୍ରା ପାଇଁ ସହାୟତା ଯୋଗାଇ ଦେବେ ସରକାର | ରାଜ୍ୟର ବିଭିନ୍ନ ଜାଗାରେ ରଥଯାତ୍ରା ହେଉଥିବା ବେଳେ ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆର୍ଥିକ ସହାୟତା ପ୍ରଦାନ କରିବେ ଆଇନ ବିଭାଗ | ଦେବୋତ୍ତର ଆୟୋଗ ଅଧୀନରେ ଥିବା ଜଗନ୍ନାଥ ମନ୍ଦିରକୁ ରଥଯାତ୍ରା ପାଇଁ ଆର୍ଥିକ ସହାୟତା ମିଳିବ | ଏନେଇ ଅନେକ ଆବେଦନ ଆସିଛି ଏବଂ ଯେଉଁମାନେ ଆବେଦନ କରିନାହାନ୍ତି ତାଙ୍କ କଥା ବିଚାର କରାଯିବ।
puri jagannath temple
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/05/23/oescDelxp88sN6rhBctf.jpg)