ଶ୍ରୀମନ୍ଦିରର ସୁରକ୍ଷା ଲାଗି ଲାଗିବ ଆଣ୍ଟିଡ୍ରୋନ ଟେକନୋଲୋଜି: ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

Advertisment

ଶ୍ରୀମନ୍ଦିରର ସୁରକ୍ଷା ଲାଗି ଲାଗିବ ଆଣ୍ଟିଡ୍ରୋନ ଟେକନୋଲୋଜି। ଏ ନେଇ ପୁଲିସ ବିଭାଗ ସହ ଆଲୋଚନା କରିଛି ଆଇନ ବିଭାଗ।ଏଥିଲାଗି ଆବଶ୍ୟକ ପଡ଼ିଲେ ଶ୍ରୀମନ୍ଦିର ପ୍ରଶାସନ ଅର୍ଥ ଦେବ। ଏ ନେଇ ବିଚାର ଚାଲିଛି ବୋଲି କହିଛନ୍ତି  ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

ଶ୍ରୀମନ୍ଦିରର ସୁରକ୍ଷା ଲାଗି ଲାଗିବ ଆଣ୍ଟିଡ୍ରୋନ ଟେକନୋଲୋଜି। ଏ ନେଇ ପୁଲିସ ବିଭାଗ ସହ ଆଲୋଚନା କରିଛି ଆଇନ ବିଭାଗ।ଏଥିଲାଗି ଆବଶ୍ୟକ ପଡ଼ିଲେ ଶ୍ରୀମନ୍ଦିର ପ୍ରଶାସନ ଅର୍ଥ ଦେବ। ଏ ନେଇ ବିଚାର ଚାଲିଛି ବୋଲି କହିଛନ୍ତି  ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

vh

ଭୁବନେଶ୍ୱର: ଶ୍ରୀମନ୍ଦିରର ସୁରକ୍ଷା ଲାଗି ଲାଗିବ ଆଣ୍ଟିଡ୍ରୋନ ଟେକନୋଲୋଜି। ଏ ନେଇ ପୁଲିସ ବିଭାଗ ସହ ଆଲୋଚନା କରିଛି ଆଇନ ବିଭାଗ। ଆଣ୍ଟିଡ୍ରୋନ ଟେକନୋଲୋଜି ଲାଗିଲେ ଡ୍ରୋନ ଉଡ଼ିବା ପରେ ଏହାକୁ ଖସାଇ ଦିଆ ଯାଇ ପାରିବ। ଏଥିଲାଗି ଆବଶ୍ୟକ ପଡ଼ିଲେ ଶ୍ରୀମନ୍ଦିର ପ୍ରଶାସନ ଅର୍ଥ ଦେବ। ଏ ନେଇ ବିଚାର ଚାଲିଛି ବୋଲି କହିଛନ୍ତି  ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ରାଜ୍ୟର ବିଭିନ୍ନ ଜାଗାରେ ହେଉଥିବା ରଥଯାତ୍ରା ପାଇଁ ସହାୟତା ଯୋଗାଇ ଦେବେ ସରକାର | ରାଜ୍ୟର ବିଭିନ୍ନ ଜାଗାରେ ରଥଯାତ୍ରା ହେଉଥିବା ବେଳେ ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆର୍ଥିକ ସହାୟତା ପ୍ରଦାନ କରିବେ ଆଇନ ବିଭାଗ | ଦେବୋତ୍ତର ଆୟୋଗ ଅଧୀନରେ ଥିବା ଜଗନ୍ନାଥ ମନ୍ଦିରକୁ ରଥଯାତ୍ରା ପାଇଁ ଆର୍ଥିକ ସହାୟତା ମିଳିବ | ଏନେଇ ଅନେକ ଆବେଦନ ଆସିଛି ଏବଂ ଯେଉଁମାନେ ଆବେଦନ କରିନାହାନ୍ତି ତାଙ୍କ କଥା ବିଚାର କରାଯିବ।

ଏଣେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ରାଜ୍ୟର ବିଭିନ୍ନ ଜାଗାରେ ହେଉଥିବା ରଥଯାତ୍ରା ପାଇଁ ସହାୟତା ଯୋଗାଇ ଦେବେ ସରକାର | ରାଜ୍ୟର ବିଭିନ୍ନ ଜାଗାରେ ରଥଯାତ୍ରା ହେଉଥିବା ବେଳେ ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆର୍ଥିକ ସହାୟତା ପ୍ରଦାନ କରିବେ ଆଇନ ବିଭାଗ | ଦେବୋତ୍ତର ଆୟୋଗ ଅଧୀନରେ ଥିବା ଜଗନ୍ନାଥ ମନ୍ଦିରକୁ ରଥଯାତ୍ରା ପାଇଁ ଆର୍ଥିକ ସହାୟତା ମିଳିବ | ଏନେଇ ଅନେକ ଆବେଦନ ଆସିଛି ଏବଂ ଯେଉଁମାନେ ଆବେଦନ କରିନାହାନ୍ତି ତାଙ୍କ କଥା ବିଚାର କରାଯିବ।

puri jagannath temple

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe