ଅଶୋକ ଚନ୍ଦ୍ର ପଣ୍ଡା ହେଲେ ଭୁବନେଶ୍ବର ବିଜେଡିର ନୂଆ ସଭାପତି

ଭୁବନେଶ୍ବର ବିଜେଡିର ନୂଆ ସଭାପତି ହେଲେ ଅଶୋକ ଚନ୍ଦ୍ର ପଣ୍ଡା। ସେହିପରି ଆଶିଷ ଚକ୍ରବର୍ତ୍ତୀ କେନ୍ଦୁଝର, ସରୋଜ ମେହେର ବଲାଙ୍ଗୀର, ରୋହିତ ପୂଜାରୀ ସମ୍ବଲପୁର ଓ ଦେବାଶିଷ ମାରାଣ୍ଡି ମୟୂରଭଞ୍ଜ-୨ ସାଂଗଠନିକ ଜିଲ୍ଲାର ସଭାପତି ହୋଇଛନ୍ତି।

rtuyrt

ଭୁବନେଶ୍ବର:  ଆଉ ୬ଟି ସାଂଗଠନିକ ଜିଲ୍ଲାର ସଭାପତିଙ୍କ ନାମ ଘୋଷଣା କରିଛି ବିଜେଡି। ଭୁବନେଶ୍ବର ବିଜେଡିର ନୂଆ ସଭାପତି ହେଲେ ଅଶୋକ ଚନ୍ଦ୍ର ପଣ୍ଡା। ସେହିପରି ଆଶିଷ ଚକ୍ରବର୍ତ୍ତୀ କେନ୍ଦୁଝର, ସରୋଜ ମେହେର ବଲାଙ୍ଗୀର, ରୋହିତ ପୂଜାରୀ ସମ୍ବଲପୁର ଓ ଦେବାଶିଷ ମାରାଣ୍ଡି ମୟୂରଭଞ୍ଜ-୨ ସାଂଗଠନିକ ଜିଲ୍ଲାର ସଭାପତି ହୋଇଛନ୍ତି।

୬ଟି ସାଂଗଠନିକ ଜିଲ୍ଲାର ସଭାପତିଙ୍କ ନାମ ଘୋଷଣା କରିଛି ବିଜେଡି। ଭୁବନେଶ୍ବର ବିଜେଡିର ନୂଆ ସଭାପତି ହେଲେ ଅଶୋକ ଚନ୍ଦ୍ର ପଣ୍ଡା। ସେହିପରି ଆଶିଷ ଚକ୍ରବର୍ତ୍ତୀ କେନ୍ଦୁଝର, ସରୋଜ ମେହେର ବଲାଙ୍ଗୀର, ରୋହିତ ପୂଜାରୀ ସମ୍ବଲପୁର ଓ ଦେବାଶିଷ ମାରାଣ୍ଡି ମୟୂରଭଞ୍ଜ-୨ ସାଂଗଠନିକ ଜିଲ୍ଲାର ସଭାପତି ହୋଇଛନ୍ତି।

ସୂଚନାଯୋଗ୍ୟ, ନବୀନ ପଟ୍ଟନାୟକ ନବମ ଥର ରାଜ୍ୟ ସଭାପତି ହୋଇତିଲେ। କିନ୍ତୁ ରାଜ୍ୟ କାର୍ଯ୍ୟକାରିଣୀର ସଦସ୍ୟ କିଏ, ତାହା ଜଣାପଡ଼ିଲାନି। ସଭାପତିଙ୍କ ଉପରେ ଅନ୍ୟ କର୍ମକର୍ତ୍ତାଙ୍କ ଚୟନ ଛାଡ଼ିଦିଆଯାଇଛି। ତେଣେ କେତେକ ସାଂଗଠନିକ ଜିଲ୍ଲାର ସଭାପତିଙ୍କ ନାମ ଘୋଷଣା କରିନଥିଲା ବିଜେଡି। ଦଳ ଭିତରେ ଏହାକୁ ନେଇ ଚାପା ଅସନ୍ତୋଷ ସୃଷ୍ଟି ହୋଇଛି।

bjd 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe