ଭୁବନେଶ୍ବର: ଗୁରୁବାର ବିଧାନସଭା କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ପୋଲାଭରମ୍ ପ୍ରକଳ୍ପ ପ୍ରସଙ୍ଗରେ ବିରୋଧୀ ବିଜେଡି ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ଗୃହକାର୍ଯ୍ୟ ଅଚଳ ହେବାରୁ ବାଚସ୍ପତି ସୁରମା ପାଢ଼ୀ ଦିନ ସାଢ଼େ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ। ଏଣେ ଆଜି ବି କଂଗ୍ରେସ ବିଧାୟକମାନେ ଗୃହ ବାହାରେ ମୁହଁରେ କଳାପଟି ବାନ୍ଧି ଧାରଣା ଦେଇଛନ୍ତି।
ବିରୋଧୀ ବିଜେଡି ସଦସ୍ୟଙ୍କ ହଟ୍ଟଗୋଳ, ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ
ଗୁରୁବାର ବିଧାନସଭା କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ପୋଲାଭରମ୍ ପ୍ରକଳ୍ପ ପ୍ରସଙ୍ଗରେ ବିରୋଧୀ ବିଜେଡି ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ଗୃହକାର୍ଯ୍ୟ ଅଚଳ ହେବାରୁ ବାଚସ୍ପତି ସୁରମା ପାଢ଼ୀ ଦିନ ସାଢ଼େ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ।
/sambad/media/media_files/2025/03/13/3ticU1LNtA3KgkTNCAba.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)