ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ହଟ୍ଟଗୋଳ, ୧୨ଟା ୯ ଯାଏ ଗୃହ ମୁଲତବୀ

ଗୃହକାର୍ଯ୍ୟ ଅଚଳ ହେବାରୁ ବାଚସ୍ପତି ସୁରମା ପାଢ଼ୀ ଦିନ ୧୨ଟା ୯ ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ। ମାତ୍ର ୧୩ ମିନିଟ୍ ଲାଗି ଗୃହ କାର୍ଯ୍ୟ ହୋଇଥିଲା। ବିଧାନସଭାରେ ଆଜି ଦିବଙ୍ଗତ ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ବିୟୋଗରେ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଶୋକ ପ୍ରସ୍ତାବ ଆଣିଥିଲେ।

nj

ଭୁବନେଶ୍ବର: ସୋମବାର ରାଜ୍ୟ ବିଧାନସଭା କାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ କଂଗ୍ରେସ ବିଧାୟକମାନେ ଗୃହ ବାହାରେ ଧାରଣା ଦେଇଥିଲେ। ପରେ ସେମାନେ ଗୃହ ମଧ୍ୟକୁ ଆସି ରାଜ୍ୟରେ ମହିଳା ନିର୍ଯାତନା ଓ ଅତ୍ୟାଚାର କରାଯାଉଥିବା ଓ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଥିବାର ଅଭିଯୋଗ ଆଣି ହୋହାଲ୍ଲା କରିଥିଲେ। ଏଣେ ବିଜେଡି ବିଧାୟକମାନେ ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ମନ୍ତବ୍ୟକୁ ନେଇ ବିଧାନସଭାରେ ହଟ୍ଟଗୋଳ କରିଥିଲେ। ଗୃହକାର୍ଯ୍ୟ ଅଚଳ ହେବାରୁ ବାଚସ୍ପତି ସୁରମା ପାଢ଼ୀ ଦିନ ୧୨ଟା ୯ ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ। ମାତ୍ର ୧୩ ମିନିଟ୍ ଲାଗି ଗୃହ କାର୍ଯ୍ୟ ହୋଇଥିଲା।

ସୋମବାର ରାଜ୍ୟ ବିଧାନସଭା କାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ କଂଗ୍ରେସ ବିଧାୟକମାନେ ଗୃହ ବାହାରେ ଧାରଣା ଦେଇଥିଲେ। ପରେ ସେମାନେ ଗୃହ ମଧ୍ୟକୁ ଆସି ରାଜ୍ୟରେ ମହିଳା ନିର୍ଯାତନା ଓ ଅତ୍ୟାଚାର କରାଯାଉଥିବା ଓ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଥିବାର ଅଭିଯୋଗ ଆଣି ହୋହାଲ୍ଲା କରିଥିଲେ। ଏଣେ ବିଜେଡି ବିଧାୟକମାନେ ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ମନ୍ତବ୍ୟକୁ ନେଇ ବିଧାନସଭାରେ ହଟ୍ଟଗୋଳ କରିଥିଲେ। ଗୃହକାର୍ଯ୍ୟ ଅଚଳ ହେବାରୁ ବାଚସ୍ପତି ସୁରମା ପାଢ଼ୀ ଦିନ ୧୨ଟା ୯ ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ। ମାତ୍ର ୧୩ ମିନିଟ୍ ଲାଗି ଗୃହ କାର୍ଯ୍ୟ ହୋଇଥିଲା।

ବିଧାନସଭାରେ ଆଜି ଦିବଙ୍ଗତ ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ବିୟୋଗରେ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଶୋକ ପ୍ରସ୍ତାବ ଆଣିଥିଲେ। ଏହାକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସମର୍ଥନ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe