Advertisment
Leading

ମାତ୍ର ୭ ମିନିଟ୍ ଚାଲିଲା ବିଧାନସଭା, ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ

ଆଜି ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନର ପଞ୍ଚମ ଦିନ। ଆଜି ବିରୋଧୀ କଂଗ୍ରେସ ଓ ବିଜେଡି ସଦସ୍ୟମାନେ ପଞ୍ଚାୟତରାଜ ବ୍ୟବସ୍ଥାରେ ଜନପ୍ରତିନିଧିଙ୍କ କ୍ଷମତା ସଂକୁଚିତ କରାଯିବା ପ୍ରତିବାଦରେ ହୋହାଲ୍ଲା କରିଥିଲେ।

 ମାତ୍ର ୭ ମିନିଟ୍ ଚାଲିଲା ବିଧାନସଭା, ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ବର: ଆଜି ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନର ପଞ୍ଚମ ଦିନ। ଆଜି ବିରୋଧୀ କଂଗ୍ରେସ ଓ ବିଜେଡି ସଦସ୍ୟମାନେ ପଞ୍ଚାୟତରାଜ ବ୍ୟବସ୍ଥାରେ ଜନପ୍ରତିନିଧିଙ୍କ କ୍ଷମତା ସଂକୁଚିତ କରାଯିବା ପ୍ରତିବାଦରେ ପ୍ଲାକାର୍ଡ ଓ ପୋଷ୍ଟର୍ ଧରି ନାରାବାଜି ସହ ହୋହଲ୍ଲା କରିଥିଲେ। ବିଜେଡି- ବିଜେପି ଭାଇ ଭାଇ ପୋଷ୍ଟର ଦେଖାଇ କଂଗ୍ରେସର ପ୍ରତିବାଦ କରିଥିଲା। ମାତ୍ର ୭ ମିନିଟ୍ ଚାଲିଲା ବିଧାନସଭା।

ଆଜି ବିରୋଧୀ କଂଗ୍ରେସ ଓ ବିଜେଡି ସଦସ୍ୟମାନେ ପଞ୍ଚାୟତରାଜ ବ୍ୟବସ୍ଥାରେ ଜନପ୍ରତିନିଧିଙ୍କ କ୍ଷମତା ସଂକୁଚିତ କରାଯିବା ପ୍ରତିବାଦରେ ପ୍ଲାକାର୍ଡ ଓ ପୋଷ୍ଟର୍ ଧରି ନାରାବାଜି ସହ ହୋହଲ୍ଲା କରିଥିଲେ। ମାତ୍ର ୭ ମିନିଟ୍ ଚାଲିଲା ବିଧାନସଭା। ବିଧାନସଭାରେ ପ୍ରବଳ ହଟ୍ଟାଗୋଳ ଯୋଗୁ ଏହାପରେ ବାଚସ୍ପତି ଗୃହ କାର୍ଯ୍ୟକୁ ଅପରାହ୍ଣ ୪ଟା  ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ।

ବିଧାନସଭାରେ ପ୍ରବଳ ହଟ୍ଟାଗୋଳ ଯୋଗୁ ଏହାପରେ ବାଚସ୍ପତି ଗୃହ କାର୍ଯ୍ୟକୁ ଅପରାହ୍ଣ ୪ଟା  ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ।

Advertisment
Advertisment
ସବସ୍କ୍ରାଇବ କରନ୍ତୁ