କେନ୍ଦୁଝର: ଭିଜିଲାନସ୍ ଜାଲରେ ଭୂବନ୍ଦୋବସ୍ତ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡ଼ିବନ୍ଧୁ ବେହେରା। ଜଣେ ବ୍ୟକ୍ତିଙ୍କ ଠାରୁ ଅମିନ ରିପୋର୍ଟ ଦେବା ପାଇଁ ୩୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଛି ଭିଜିଲାନ୍ସ ।

Advertisment

ଭିଜିଲାନସ୍ ଜାଲରେ ଭୂବନ୍ଦୋବସ୍ତ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡ଼ିବନ୍ଧୁ ବେହେରା। ଜଣେ ବ୍ୟକ୍ତିଙ୍କ ଠାରୁ ଅମିନ ରିପୋର୍ଟ ଦେବା ପାଇଁ ୩୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଛି ଭିଜିଲାନ୍ସ । ଏହାପରେ ହାଡ଼ିବନ୍ଧୁ ବେହେରାଙ୍କର ସରକାରୀ ଅଫିସ୍ ଓ ବାସଭବନରେ ଭିଜିଲାନ୍ସ ଚଢ଼ାଉ ଚାଲିଛି।

ଏହାପରେ ହାଡ଼ିବନ୍ଧୁ ବେହେରାଙ୍କର ସରକାରୀ ଅଫିସ୍ ଓ ବାସଭବନରେ ଭିଜିଲାନ୍ସ ଚଢ଼ାଉ ଚାଲିଛି।