Advertisment

ଆସିଷ୍ଟାଣ୍ଟ ଟାକ୍ସ କମିସନର ସରିତା ବାରିକ ଗିରଫ, ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ

Advertisment

ଆସିଷ୍ଟାଣ୍ଟ ଟାକ୍ସ କମିସନର ସରିତା ବାରିକଙ୍କୁ ଗିରଫ କରିଛି ଭିଜିଲାନ୍ସ। ଚଢ଼ଉ ବେଳେ ତାଙ୍କ ଘରୁ ଭିଜିଲାନ୍ସ ନଗଦ ୧ ଲକ୍ଷ ୪୫ ହଜାର ଟଙ୍କା, ୬୦ ଲକ୍ଷ ଟଙ୍କାର ସ୍ଥାୟୀ ଜମା ଏବଂ ୨୨୨ ଗ୍ରାମ୍ ସୁନା ଜବତ କରିଛି ଭିଜିଲାନ୍ସ ଟିମ୍।

ଆସିଷ୍ଟାଣ୍ଟ ଟାକ୍ସ କମିସନର ସରିତା ବାରିକଙ୍କୁ ଗିରଫ କରିଛି ଭିଜିଲାନ୍ସ। ଚଢ଼ଉ ବେଳେ ତାଙ୍କ ଘରୁ ଭିଜିଲାନ୍ସ ନଗଦ ୧ ଲକ୍ଷ ୪୫ ହଜାର ଟଙ୍କା, ୬୦ ଲକ୍ଷ ଟଙ୍କାର ସ୍ଥାୟୀ ଜମା ଏବଂ ୨୨୨ ଗ୍ରାମ୍ ସୁନା ଜବତ କରିଛି ଭିଜିଲାନ୍ସ ଟିମ୍।

Untitled

ଭୁବନେଶ୍ବର: ଆସିଷ୍ଟାଣ୍ଟ ଟାକ୍ସ କମିସନର ସରିତା ବାରିକଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆଜି ତାଙ୍କୁ କୋର୍ଟଚାଲାଣ କରାଯିବ। ଚଢ଼ଉ ବେଳେ ସରିତା ବାରିକଙ୍କ ଘରୁ ଭିଜିଲାନ୍ସ ନଗଦ ୧ ଲକ୍ଷ ୪୫ ହଜାର ଟଙ୍କା, ୬୦ ଲକ୍ଷ ଟଙ୍କାର ସ୍ଥାୟୀ ଜମା ଏବଂ ୨୨୨ ଗ୍ରାମ୍ ସୁନା ଜବତ କରିଛି ଭିଜିଲାନ୍ସ ଟିମ୍। ଆଜି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ବ୍ୟବସାୟୀଙ୍କ ଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡ଼ିଥିଲେ। 

ଆସିଷ୍ଟାଣ୍ଟ ଟାକ୍ସ କମିସନର ସରିତା ବାରିକଙ୍କୁ ଗିରଫ କରିଛି ଭିଜିଲାନ୍ସ। ଚଢ଼ଉ ବେଳେ ତାଙ୍କ ଘରୁ ଭିଜିଲାନ୍ସ ନଗଦ ୧ ଲକ୍ଷ ୪୫ ହଜାର ଟଙ୍କା, ୬୦ ଲକ୍ଷ ଟଙ୍କାର ସ୍ଥାୟୀ ଜମା ଏବଂ ୨୨୨ ଗ୍ରାମ୍ ସୁନା ଜବତ କରିଛି ଭିଜିଲାନ୍ସ ଟିମ୍। ଆଜି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ବ୍ୟବସାୟୀଙ୍କ ଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡ଼ିଥିଲେ। 

ଭିଜିଲାନ୍ସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଜଣେ ବେକେରି ମାଲିକଙ୍କ ଉପରେ ଲାଗିଥିବା ଜରିମାନା ରଫାଦଫା କରିବା ପାଇଁ ସରିତା ବାରିକ ଲାଞ୍ଚ ମାଗିଥିଲେ। ଏନେଇ ଅଭିଯୋଗକାରୀ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ଏହାପରେ ଶ୍ରୀମତୀ ବାରିକଙ୍କୁ ପାନେ ଦେବା ପାଇଁ ଯୋଜନା ପ୍ରସ୍ତୁତ ହୋଇଥିଲା। ଟଙ୍କା ଲାଞ୍ଚ ନେବା ବେଳେ ପୂର୍ବରୁ ଯୋଜନା କରିଥିବା ଭିଜିଲାନ୍ସ ବିଭାଗର ଅଧିକାରୀମାନେ ଅତର୍କିତ ଚଢ଼ଉ କରିଥିଲେ। ଘଟଣାସ୍ଥଳରୁ ରଂଗବୋଳା ଟଙ୍କା ଜବତ ହୋଇଥିଲା। ରିପ‌ୋର୍ଟ ଲେଖାଯିବା ବେଳକୁ ଭିଜିଲାନ୍ସ ବିଭାଗ ଶ୍ରୀମତୀ ବାରିକଙ୍କ ବିଭିନ୍ନ ଠିକଣାରେ ଚଢ଼ଉ ଜାରି ରଖିଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe