ଝାରସୁଗୁଡ଼ା: ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ବିଟିଏମ ଛକରେ ଥିବା ସେଣ୍ଟ୍ରାଲ ବ୍ୟାଙ୍କ୍ ଅଫ ଇଣ୍ଡିଆର ଏଟିଏମକୁ ଜେସିବି ଲଗାଇ ଗତକାଲି ରାତିରେ କେହି ଦୁର୍ବୃତ୍ତ ତାଡ଼ି ନେଇଥିବା ଜଣାପଡ଼ିଛି। ସୂଚନା ପାଇ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସେପଟେ, ଜେସିବି ମାଲିକଙ୍କୁ ପୁଲିସ ଥାନାରେ ଅଟକ ରଖି ପଚରଉଚରା କରୁଛି।
ଝାରସୁଗୁଡ଼ାରେ ଚାଞ୍ଚଲ୍ୟ: ଜେସିବି ଲଗାଇ ଏଟିଏମ ତାଡ଼ି ନେଲେ ଦୁର୍ବୃତ୍ତ
Advertisment
Follow Us