କାମାକ୍ଷାନଗର: ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ଭଏରପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ ସତ୍ୟନାରାୟଣ ପ୍ରଧାନଙ୍କୁ ଆକ୍ରମଣ କରି ୧ ଲକ୍ଷ ୯୦ହଜାର ଲୁଟ୍ କଲେ ୨ ଦୁର୍ବୁତ୍ତ।
କାମାକ୍ଷାନଗର ବ୍ଲକ ଭଏରପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ ସତ୍ୟନାରାୟଣ ପ୍ରଧାନଙ୍କୁ ଆକ୍ରମଣ କରି ୧ ଲକ୍ଷ ୯୦ହଜାର ଲୁଟ୍ କଲେ ୨ ଦୁର୍ବୁତ୍ତ। ଭତ୍ତା ଦେଇ ପଲିସାନ୍ତରାପୁର ଗାଁରୁ ଫେରିବା ବାଟରେ ଆକ୍ରମଣ କରି ୨ଲୁଟେରା ବାଇକରେ ଆସି ଭୁଜାଲିରେ ଆକ୍ରମଣ କରି ବନ୍ଧୁକ ଦେଖିବା ଲୁଟ କରିଥିବା କାମାକ୍ଷାନଗର ଥାନାରେ ଅଭିଯୋଗ ହୋଇଛି।
ଭତ୍ତା ଦେଇ ପଲିସାନ୍ତରାପୁର ଗାଁରୁ ଫେରିବା ବାଟରେ ଆକ୍ରମଣ କରି ୨ଲୁଟେରା ବାଇକରେ ଆସି ଭୁଜାଲିରେ ଆକ୍ରମଣ କରି ବନ୍ଧୁକ ଦେଖିବା ଲୁଟ କରିଥିବା କାମାକ୍ଷାନଗର ଥାନାରେ ଅଭିଯୋଗ ହୋଇଛି। ପୁଲିସ ଏହା ଉପରେ ତଦନ୍ତ କରୁଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/07/23/af90a700-f6fd-4912-bc96-9e977c0c1d9a-2025-07-23-08-54-39.jpg)