ବାପାଙ୍କ ଅସ୍ଥି ବିସର୍ଜନ କରିବା ସହ ଲଣ୍ଡା ହେଲେ ଓଲିଉଡର ଜଣାଶୁଣା ଅଭିନେତା ବାବୁସାନ୍

Advertisment

ଆଜି ମହୋଦଧିରେ ବାପା ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ କରିବା ସହ ଲଣ୍ଡା ହୋଇଛନ୍ତି ଓଲିଉଡର ଜଣାଶୁଣା ଅଭିନେତା ବାବୁସାନ୍ । ବାବୁସାନ୍ ଆଜି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ ମଧ୍ୟ କରିଛନ୍ତି।

ଆଜି ମହୋଦଧିରେ ବାପା ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ କରିବା ସହ ଲଣ୍ଡା ହୋଇଛନ୍ତି ଓଲିଉଡର ଜଣାଶୁଣା ଅଭିନେତା ବାବୁସାନ୍ । ବାବୁସାନ୍ ଆଜି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ ମଧ୍ୟ କରିଛନ୍ତି।

zx

ପୁରୀ: ଆଜି ମହୋଦଧିରେ ବାପା ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ କରିବା ସହ ଲଣ୍ଡା ହୋଇଛନ୍ତି ଓଲିଉଡର ଜଣାଶୁଣା ଅଭିନେତା ବାବୁସାନ୍ । ନଜର  ସିନେମା ‘ବୋଉ ବୁଟୁ ଭୂତ’ର ସୁଟିଂ ପାଇଁ ବାପା ଉତ୍ତମ ମହାନ୍ତିଙ୍କ ଦେହାନ୍ତ ପରେ ସେ ଲଣ୍ଡା ହୋଇନଥିଲେ ଆଜି ମହୋଦଧିରେ ବାପାଙ୍କ ଅସ୍ଥି ବିସର୍ଜନ ସହ ଲଣ୍ଡା ହୋଇଛନ୍ତି ଅଭିନେତା ବାବୁସାନ୍। ବାବୁସାନ୍ ଆଜି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ ମଧ୍ୟ କରିଛନ୍ତି। ବାପାଙ୍କ ମୃତ୍ୟୁ ପରେ ଲଣ୍ଡା ହୋଇନଥିବାରୁ ବିଭିନ୍ନ ମହଲରେ ପ୍ରଶ୍ନ ଉଠିଥିଲା। ଶେଷରେ ସେ ସୁଟିଂ ପରେ ଲଣ୍ଡା ହେବାକୁ ନେଇ ପ୍ରତିକ୍ରିୟାରେ କହିଥିଲେ ବାବୁସାନ୍। 

ଆଜି ମହୋଦଧିରେ ବାପା ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ କରିବା ସହ ଲଣ୍ଡା ହୋଇଛନ୍ତି ଓଲିଉଡର ଜଣାଶୁଣା ଅଭିନେତା ବାବୁସାନ୍ । ନଜର  ସିନେମା ‘ବୋଉ ବୁଟୁ ଭୂତ’ର ସୁଟିଂ ପାଇଁ ବାପା ଉତ୍ତମ ମହାନ୍ତିଙ୍କ ଦେହାନ୍ତ ପରେ ସେ ଲଣ୍ଡା ହୋଇନଥିଲେ ଆଜି ମହୋଦଧିରେ ବାପାଙ୍କ ଅସ୍ଥି ବିସର୍ଜନ ସହ ଲଣ୍ଡା ହୋଇଛନ୍ତି ଅଭିନେତା ବାବୁସାନ୍। ବାବୁସାନ୍ ଆଜି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ ମଧ୍ୟ କରିଛନ୍ତି।

ସୂଚନାଯୋଗ୍ୟ, ଚଳିତ ବର୍ଷ ଫେବ୍ରୁଆରି ୨୭ ତାରିଖରେ ବାବୁସାନଙ୍କ ବାପା ଉତ୍ତମ ମହାନ୍ତିଙ୍କର ପରଲୋକ ଘଟିଥିଲା । ଦିଲ୍ଲୀ ଗୁରୁଗାଓଁର ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦୁନିଆକୁ ଅଲବିଦା କହିଥିଲେ ଓଲିଉଡର ଏହି ବରିଷ୍ଠ ଅଭିନେତା । 

entertainment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe