ପୁରୀ: ଶ୍ରୀମନ୍ଦିରରେ ବଡ଼ମହାସ୍ନାନ ଯୋଗୁଁ ବନ୍ଦ ହେଲା ଦର୍ଶନ। ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିଥିବାରୁ ହୋଇଛି ବଡ଼ ମହାସ୍ନାନ।ଆରମ୍ଭ ହୋଇଛି ମହାସ୍ନାନ ନୀତି । ଏଥିଲାଗି ପ୍ରାୟ ଏକଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅବକାଶ ପୂଜା ସମୟରେ ହୋଇଛି ବଡ଼ମହାସ୍ନାନ।
ଶ୍ରୀମନ୍ଦିରରେ ବଡ଼ମହାସ୍ନାନ ଯୋଗୁଁ ବନ୍ଦ ହେଲା ଦର୍ଶନ। ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିଥିବାରୁ ହୋଇଛି ବଡ଼ ମହାସ୍ନାନ।ଆରମ୍ଭ ହୋଇଛି ମହାସ୍ନାନ ନୀତି । ଏଥିଲାଗି ପ୍ରାୟ ଏକଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅବକାଶ ପୂଜା ସମୟରେ ହୋଇଛି ବଡ଼ମହାସ୍ନାନ।
ସାମାଜିକ ଗଣମାଧ୍ୟମରେ ଏନେଇ ସୂଚନା ଦେଇଛି ଶ୍ରୀମନ୍ଦିର ପ୍ରଶାସନ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2024/10/19/GRZ0kZd02dTazPHk6L7r.jpg)