ଶ୍ରୀମନ୍ଦିରରେ ବଡ଼ମହାସ୍ନାନ, ଘଣ୍ଟାଏ ସର୍ବସାଧାରଣ ଦର୍ଶନ ବନ୍ଦ

ଶ୍ରୀମନ୍ଦିରରେ ବଡ଼ମହାସ୍ନାନ ଯୋଗୁଁ ବନ୍ଦ ହେଲା ଦର୍ଶନ। ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିଥିବାରୁ ହୋଇଛି ବଡ଼ ମହାସ୍ନାନ । ଆରମ୍ଭ ହୋଇଛି ମହାସ୍ନାନ ନୀତି। ଏଥିଲାଗି ପ୍ରାୟ ଏକଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

jagannath temple-the financial express

ପୁରୀ: ଶ୍ରୀମନ୍ଦିରରେ ବଡ଼ମହାସ୍ନାନ ଯୋଗୁଁ ବନ୍ଦ ହେଲା ଦର୍ଶନ। ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିଥିବାରୁ ହୋଇଛି ବଡ଼ ମହାସ୍ନାନ।ଆରମ୍ଭ ହୋଇଛି ମହାସ୍ନାନ ନୀତି । ଏଥିଲାଗି ପ୍ରାୟ ଏକଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅବକାଶ ପୂଜା ସମୟରେ ହୋଇଛି ବଡ଼ମହାସ୍ନାନ।

ଶ୍ରୀମନ୍ଦିରରେ ବଡ଼ମହାସ୍ନାନ ଯୋଗୁଁ ବନ୍ଦ ହେଲା ଦର୍ଶନ। ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିଥିବାରୁ ହୋଇଛି ବଡ଼ ମହାସ୍ନାନ।ଆରମ୍ଭ ହୋଇଛି ମହାସ୍ନାନ ନୀତି । ଏଥିଲାଗି ପ୍ରାୟ ଏକଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅବକାଶ ପୂଜା ସମୟରେ ହୋଇଛି ବଡ଼ମହାସ୍ନାନ।

ସାମାଜିକ ଗଣମାଧ୍ୟମରେ ଏନେଇ ସୂଚନା ଦେଇଛି ଶ୍ରୀମନ୍ଦିର ପ୍ରଶାସନ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe