ନରସିଂହପୁର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ଦେବୀ ପ୍ରସାଦ ମିଶ୍ରଙ୍କୁ ଶକ୍ତ ଝଟକା। ତାଙ୍କର ଏକାନ୍ତ ଅନୁଗୁତ କୁହାଯାଉଥିବା ବଡ଼ମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଛନ୍ତି।

Advertisment

ସେ ଦର୍ଶାଇଛନ୍ତି ଯେ ଲୋକଙ୍କ ହିତ ଦୃଷ୍ଟରୁ ଦଳ ଛାଡ଼ିଛନ୍ତି। ଖୁବ୍ ଶୀଘ୍ର ରଘୁପତି ମହାନ୍ତି ବିଜେପିରେ ଯୋଗ ଦେବେ ବୋଲି ସୂଚନା ରହିଛି। ତାଙ୍କ ସହ ଅନେକ ସମର୍ଥକ ଓ ବଡ଼ମ୍ବା ପଞ୍ଚାୟତ ସମିତି ସଭ୍ୟ ବି ପଦ୍ମ ଧରିବେ ବୋଲି ଜଣାଯାଇଛି।

ସେ ଦର୍ଶାଇଛନ୍ତି ଯେ ଲୋକଙ୍କ ହିତ ଦୃଷ୍ଟରୁ ଦଳ ଛାଡ଼ିଛନ୍ତି। ଖୁବ୍ ଶୀଘ୍ର ରଘୁପତି ମହାନ୍ତି ବିଜେପିରେ ଯୋଗ ଦେବେ ବୋଲି ସୂଚନା ରହିଛି। ତାଙ୍କ ସହ ଅନେକ ସମର୍ଥକ ଓ ବଡ଼ମ୍ବା ପଞ୍ଚାୟତ ସମିତି ସଭ୍ୟ ବି ପଦ୍ମ ଧରିବେ ବୋଲି ଜଣାଯାଇଛି।