ବିଜେଡି ଛାଡ଼ିଲେ ବଡ଼ମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି

ବଡ଼ମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଛନ୍ତି। ରଘୁପତି ମହାନ୍ତି ତାଙ୍କ ସହ ଅନେକ ସମର୍ଥକ ଓ ବଡ଼ମ୍ବା ପଞ୍ଚାୟତ ସମିତି ସଭ୍ୟଙ୍କ ସହ ବିଜେପିରେ ଯୋଗ ଦେବେ ବୋଲି ସୂଚନା ରହିଛି।

ୀରଂ

ନରସିଂହପୁର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ଦେବୀ ପ୍ରସାଦ ମିଶ୍ରଙ୍କୁ ଶକ୍ତ ଝଟକା। ତାଙ୍କର ଏକାନ୍ତ ଅନୁଗୁତ କୁହାଯାଉଥିବା ବଡ଼ମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଛନ୍ତି।

ସେ ଦର୍ଶାଇଛନ୍ତି ଯେ ଲୋକଙ୍କ ହିତ ଦୃଷ୍ଟରୁ ଦଳ ଛାଡ଼ିଛନ୍ତି। ଖୁବ୍ ଶୀଘ୍ର ରଘୁପତି ମହାନ୍ତି ବିଜେପିରେ ଯୋଗ ଦେବେ ବୋଲି ସୂଚନା ରହିଛି। ତାଙ୍କ ସହ ଅନେକ ସମର୍ଥକ ଓ ବଡ଼ମ୍ବା ପଞ୍ଚାୟତ ସମିତି ସଭ୍ୟ ବି ପଦ୍ମ ଧରିବେ ବୋଲି ଜଣାଯାଇଛି।

ସେ ଦର୍ଶାଇଛନ୍ତି ଯେ ଲୋକଙ୍କ ହିତ ଦୃଷ୍ଟରୁ ଦଳ ଛାଡ଼ିଛନ୍ତି। ଖୁବ୍ ଶୀଘ୍ର ରଘୁପତି ମହାନ୍ତି ବିଜେପିରେ ଯୋଗ ଦେବେ ବୋଲି ସୂଚନା ରହିଛି। ତାଙ୍କ ସହ ଅନେକ ସମର୍ଥକ ଓ ବଡ଼ମ୍ବା ପଞ୍ଚାୟତ ସମିତି ସଭ୍ୟ ବି ପଦ୍ମ ଧରିବେ ବୋଲି ଜଣାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe