ସମ୍ବଲପୁର: ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ଇଣ୍ଡୋର୍ ଷ୍ଟାଡିୟମରେ ସମ୍ବାଦ ଡିଜିଟାଲ ପକ୍ଷରୁ ଆୟୋଜିତ ବ୍ୟାଡମିଣ୍ଟନ ପ୍ରତିଯୋଗିତା ‘ଲେଟ୍ସ ସଟଲ୍ ୩.୦ ଆରମ୍ଭ ହୋଇଛି। ସମ୍ବଲପୁର ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ପ୍ରତିଯୋଗିତାକୁ ଉଦଘାଟନ କରିଛନ୍ତି। ଏଥିରେ ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼ ଓ ବୌଦ୍ଧ ଜିଲ୍ଲାର ଶତାଧିକ ପ୍ରତିଯୋଗୀ ସାମିଲ ହୋଇଛନ୍ତି।
ସମ୍ବାଦ ଡିଜିଟାଲ ପକ୍ଷରୁ ଆୟୋଜିତ ବ୍ୟାଡମିଣ୍ଟନ ପ୍ରତିଯୋଗିତା ଉଦଘାଟିତ
ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ଇଣ୍ଡୋର୍ ଷ୍ଟାଡିୟମରେ ସମ୍ବାଦ ଡିଜିଟାଲ ପକ୍ଷରୁ ଆୟୋଜିତ ବ୍ୟାଡମିଣ୍ଟନ ପ୍ରତିଯୋଗିତା ‘ଲେଟ୍ସ ସଟଲ୍ ୩.୦ ଆରମ୍ଭ ହୋଇଛି। ସମ୍ବଲପୁର ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ପ୍ରତିଯୋଗିତାକୁ ଉଦଘାଟନ କରିଛନ୍ତି।
/sambad/media/media_files/2025/02/08/t8UOiHPiawWrPkffQekx.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)