ସମ୍ବଲପୁର: ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ଇଣ୍ଡୋର୍ ଷ୍ଟାଡିୟମରେ ସମ୍ବାଦ ଡିଜିଟାଲ ପକ୍ଷରୁ ଆୟୋଜିତ ବ୍ୟାଡମିଣ୍ଟନ ପ୍ରତିଯୋଗିତା ‘ଲେଟ୍ସ ସଟଲ୍ ୩.୦ ଆରମ୍ଭ ହୋଇଛି। ସମ୍ବଲପୁର ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ପ୍ରତିଯୋଗିତାକୁ ଉଦଘାଟନ କରିଛନ୍ତି। ଏଥିରେ ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼ ଓ ବୌଦ୍ଧ ଜିଲ୍ଲାର ଶତାଧିକ ପ୍ରତିଯୋଗୀ ସାମିଲ ହୋଇଛନ୍ତି।
ସମ୍ବାଦ ଡିଜିଟାଲ ପକ୍ଷରୁ ଆୟୋଜିତ ବ୍ୟାଡମିଣ୍ଟନ ପ୍ରତିଯୋଗିତା ଉଦଘାଟିତ
Advertisment
Follow Us