ଶ୍ରୀମନ୍ଦିରରେ ବନକଲାଗି ନୀତି: ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ

Advertisment

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ।

vbh

ପୁରୀ: ଆଜି ଶ୍ରୀମନ୍ଦିରରେ ହେବ ଶ୍ରୀଜୀଉଙ୍କ ଗୁପ୍ତ ନୀତି। ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ।

ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe