ଭୁବନେଶ୍ବର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହା ଅଷ୍ଟମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି, “ଯା ଦେବୀ ସର୍ବଭୂତେଷୁ ଶକ୍ତି ରୂପେଣ ସଂସ୍ଥିତା | ନମସ୍ତସ୍ୟୈ ନମସ୍ତସ୍ୟୈ ନମସ୍ତସ୍ୟୈ ନମୋ ନମଃ |”
“ଯା ଦେବୀ ସର୍ବଭୂତେଷୁ ଶକ୍ତି ରୂପେଣ ସଂସ୍ଥିତା |
— Mohan Charan Majhi (@MohanMOdisha) September 30, 2025
ନମସ୍ତସ୍ୟୈ ନମସ୍ତସ୍ୟୈ ନମସ୍ତସ୍ୟୈ ନମୋ ନମଃ ||”
ମହାମାୟାଙ୍କ ମହା ଅଷ୍ଟମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ଜଗତଜନନୀ ମା’ ଦୁର୍ଗା ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣି ଦିଅନ୍ତୁ।
🙏 pic.twitter.com/faZ3Phj6Yo
ମହାମାୟାଙ୍କ ମହା ଅଷ୍ଟମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଜଗତଜନନୀ ମା’ ଦୁର୍ଗା ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣି ଦିଅନ୍ତୁ।
ମହାମାୟାଙ୍କ ମହା ଅଷ୍ଟମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଜଗତଜନନୀ ମା’ ଦୁର୍ଗା ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣି ଦିଅନ୍ତୁ।