ମହା ଅଷ୍ଟମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହା ଅଷ୍ଟମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି, ଜଗତଜନନୀ ମା’ ଦୁର୍ଗା ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣି ଦିଅନ୍ତୁ।

mohan majhi

ଭୁବନେଶ୍ବର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହା ଅଷ୍ଟମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି, “ଯା ଦେବୀ ସର୍ବଭୂତେଷୁ ଶକ୍ତି ରୂପେଣ ସଂସ୍ଥିତା | ନମସ୍ତସ୍ୟୈ ନମସ୍ତସ୍ୟୈ ନମସ୍ତସ୍ୟୈ ନମୋ ନମଃ |”

ମହାମାୟାଙ୍କ ମହା ଅଷ୍ଟମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଜଗତଜନନୀ ମା’ ଦୁର୍ଗା ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣି ଦିଅନ୍ତୁ।

ମହାମାୟାଙ୍କ ମହା ଅଷ୍ଟମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଜଗତଜନନୀ ମା’ ଦୁର୍ଗା ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣି ଦିଅନ୍ତୁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe