ଭୁବନେଶ୍ବର: ବିଜେଡି ସଭାପତି ନବୀନ ପଟ୍ଟନାୟକ ପବିତ୍ର ଦୁର୍ଗାପୂଜା ଓ ଦଶହରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ ଭିଡିଓ ବାର୍ତ୍ତାରେ ସେ କହିଛନ୍ତି, ପ୍ରିୟ ଭାଇ ଓ ଭଉଣୀମାନେ ନମସ୍କାର। ପବିତ୍ର ଦୁର୍ଗାପୂଜା ଓ ଦଶହରା ଅବସରରେ ଆପଣମାନଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ଅସତ୍ୟ ଉପରେ ସତ୍ୟର ବିଜୟ ହେଉଛି ଦଶହରାର ବାର୍ତ୍ତା।
ଏକ ଭିଡିଓ ବାର୍ତ୍ତାରେ ସେ କହିଛନ୍ତି, ପ୍ରିୟ ଭାଇ ଓ ଭଉଣୀମାନେ ନମସ୍କାର। ପବିତ୍ର ଦୁର୍ଗାପୂଜା ଓ ଦଶହରା ଅବସରରେ ଆପଣମାନଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ଅସତ୍ୟ ଉପରେ ସତ୍ୟର ବିଜୟ ହେଉଛି ଦଶହରାର ବାର୍ତ୍ତା। ଆସନ୍ତୁ ଏହି ଅନ୍ୟାୟ, ଅନୀତି ଓ ଅତ୍ୟାଚାର ବିରୋଧରେ ଲଢ଼େଇକୁ ଜୋରଦାର କରିବା ପାଇଁ ମା’ଙ୍କ ଆଶୀର୍ବାଦ ନେବା।
ଆସନ୍ତୁ ଏହି ଅନ୍ୟାୟ, ଅନୀତି ଓ ଅତ୍ୟାଚାର ବିରୋଧରେ ଲଢ଼େଇକୁ ଜୋରଦାର କରିବା ପାଇଁ ମା’ଙ୍କ ଆଶୀର୍ବାଦ ନେବା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/09/30/ed-2025-09-30-09-09-55.png)