ପବିତ୍ର ଦୁର୍ଗାପୂଜା ଓ ଦଶହରାର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବିଜେଡି ସଭାପତି ନବୀନ ପଟ୍ଟନାୟକ ପବିତ୍ର ଦୁର୍ଗାପୂଜା ଓ ଦଶହରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ ଭିଡିଓ ବାର୍ତ୍ତାରେ ସେ କହିଛନ୍ତି, ପ୍ରିୟ ଭାଇ ଓ ଭଉଣୀମାନେ ନମସ୍କାର।

ed

ଭୁବନେଶ୍ବର: ବିଜେଡି ସଭାପତି ନବୀନ ପଟ୍ଟନାୟକ ପବିତ୍ର ଦୁର୍ଗାପୂଜା ଓ ଦଶହରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ ଭିଡିଓ ବାର୍ତ୍ତାରେ ସେ କହିଛନ୍ତି, ପ୍ରିୟ ଭାଇ ଓ ଭଉଣୀମାନେ ନମସ୍କାର। ପବିତ୍ର ଦୁର୍ଗାପୂଜା ଓ ଦଶହରା ଅବସରରେ ଆପଣମାନଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ଅସତ୍ୟ ଉପରେ ସତ୍ୟର ବିଜୟ ହେଉଛି ଦଶହରାର ବାର୍ତ୍ତା।

ଏକ ଭିଡିଓ ବାର୍ତ୍ତାରେ ସେ କହିଛନ୍ତି, ପ୍ରିୟ ଭାଇ ଓ ଭଉଣୀମାନେ ନମସ୍କାର। ପବିତ୍ର ଦୁର୍ଗାପୂଜା ଓ ଦଶହରା ଅବସରରେ ଆପଣମାନଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ଅସତ୍ୟ ଉପରେ ସତ୍ୟର ବିଜୟ ହେଉଛି ଦଶହରାର ବାର୍ତ୍ତା। ଆସନ୍ତୁ ଏହି ଅନ୍ୟାୟ, ଅନୀତି ଓ ଅତ୍ୟାଚାର ବିରୋଧରେ ଲଢ଼େଇକୁ ଜୋରଦାର କରିବା ପାଇଁ ମା’ଙ୍କ ଆଶୀର୍ବାଦ ନେବା। 

ଆସନ୍ତୁ ଏହି ଅନ୍ୟାୟ, ଅନୀତି ଓ ଅତ୍ୟାଚାର ବିରୋଧରେ ଲଢ଼େଇକୁ ଜୋରଦାର କରିବା ପାଇଁ ମା’ଙ୍କ ଆଶୀର୍ବାଦ ନେବା। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe