୪ ଦିନିଆ ଦିଲ୍ଲୀ ଗସ୍ତରେ ଗଲେ ବିଜେଡି ସଭାପତି

୪ ଦିନିଆ ଦିଲ୍ଲୀ ଗସ୍ତରେ ଗଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ଦିନକ ପରେ ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ନବୀନଙ୍କ ଦିଲ୍ଲୀ ଗସ୍ତ ଅନେକ ଗୁରୁତ୍ବ ରଖୁଛି। ତେବେ ବିଜେଡି ପକ୍ଷରୁ ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।

ଅଦ୍ୟତନ ହୋଇଛି
Naveen congratulated the people of the state on the occasion of Republic Day

Naveen congratulated the people of the state on the occasion of Republic Day

ଭୁବନେଶ୍ବର: ୪ ଦିନିଆ ଦିଲ୍ଲୀ ଗସ୍ତରେ ଗଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ଦିନକ ପରେ ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ନବୀନଙ୍କ ଦିଲ୍ଲୀ ଗସ୍ତ ଅନେକ ଗୁରୁତ୍ବ ରଖୁଛି। ସୂଚନା ଅନୁସାରେ ୪ ଦିନିଆ ଗସ୍ତରେ ରାଜନୈତିକ ଏବଂ କିଛି ବ୍ୟକ୍ତିଗତ କାର୍ଯ୍ୟକ୍ରମରେ ମଧ୍ୟ ଯୋଗ ଦେବେ ନବୀନ। ଏହାଛଡ଼ା ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିପାରନ୍ତି ବୋଲି ଚର୍ଚ୍ଚା ହେଉଛି। ତେବେ ବିଜେଡି ପକ୍ଷରୁ ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe