ଦରଦାମ ବୃଦ୍ଧିକୁ ନେଇ ବିଜେଡିର ବିକ୍ଷୋଭ ଏକ ନାଟକ: ବିଜେପି

Advertisment

ଦରଦାମ ବୃଦ୍ଧିକୁ ନେଇ ବିଜେଡି ପକ୍ଷରୁ କରାଯାଇଥିବା ବିକ୍ଷୋଭକୁ ଏକ ନାଟକ ବୋଲି କହିଛି ବିଜେପି। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ରାଜ୍ୟରେ ପନିପରିବା ଦର ବହୁତ କମ୍ ଅଛି। ଡାଲି, ତେଲ ଆଦିର ଦର ଦେଶ ତୁଳନାରେ ଓଡ଼ିଶାରେ କମ ରହିଛି।

krushna patra

ଭୁବନେଶ୍ବର: ଦରଦାମ ବୃଦ୍ଧିକୁ ନେଇ ବିଜେଡି ପକ୍ଷରୁ କରାଯାଇଥିବା ବିକ୍ଷୋଭକୁ ଏକ ନାଟକ ବୋଲି କହିଛି ବିଜେପି। ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ରାଜ୍ୟରେ ପନିପରିବା ଦର ବହୁତ କମ୍ ଅଛି। ଡାଲି, ତେଲ ଆଦିର ଦର ଦେଶ ତୁଳନାରେ ଓଡ଼ିଶାରେ କମ ରହିଛି। ବିଜେଡିର ଦରଦାମ ବୃଦ୍ଧି ପ୍ରତିବାଦ ନାଟକ ଛଡା ଆଉ କିଛି ନୁହେଁ।

ଏଣେ ରାଜ୍ୟ ବିଜେପି ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ ପ୍ରତିକ୍ରିୟା ରଖି କହିଛନ୍ତି ଯେ ବିଜେଡି ସରକାର ସମୟରେ ଦରଦାମ ବୃଦ୍ଧିରେ ଓଡ଼ିଶା ଏକ ନମ୍ବର ଥିଲା। ସ୍ଥିତି ଏବେ ଧୀରେ ଧୀରେ ସୁଧୁରୁଛି। ବିଜେଡି ନିଜର ଅସ୍ତିତ୍ୱ ବଜାୟ ରଖିବା ପାଇଁ ବିଜେଡି ଆନ୍ଦୋଳନ କରୁଛି। 

,

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe