ରାଷ୍ଟ୍ରପତିଙ୍କୁ ଭେଟିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

Advertisment

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି  ଅବସରରେ ମନମୋହନ ସାମଲ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି।

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି  ଅବସରରେ ମନମୋହନ ସାମଲ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି।

New Project (23)

ନୂଆଦିଲ୍ଲୀ: ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି  ଅବସରରେ ମନମୋହନ ସାମଲ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି।

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି  ଅବସରରେ ମନମୋହନ ସାମଲ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ବିଜେପି ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି, ଓଡ଼ିଶା ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି ମଧ୍ୟ ଉପସ୍ଥିତ ଥିଲେ। 

ଏହି ସାକ୍ଷାତ ସମୟରେ ବିଜେପି ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି, ଓଡ଼ିଶା ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି ମଧ୍ୟ ଉପସ୍ଥିତ ଥିଲେ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe