ପେଟ୍ରୋଲ ନିଆଁରେ ପୋଡ଼ି ହୋଇଥିବା ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ବାଲିପାଟଣା ଥାନା ଅଞ୍ଚଳରେ ଗତକାଲି ପେଟ୍ରୋଲରେ ପୋଡ଼ି ହୋଇଥିବା ଗୁରୁତର ଯୁବକଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି |  ମୃତକ ହେଲେ ଜ୍ୟୋତି ରଞ୍ଜନ ମଠିଆ ( ୪୦ ) |

th-1741254162

ବାଲିପାଟଣା: ବାଲିପାଟଣା ଥାନା ଅଞ୍ଚଳରେ ଗତକାଲି ପେଟ୍ରୋଲରେ ପୋଡ଼ି ହୋଇଥିବା ଗୁରୁତର ଯୁବକଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି | 
ମୃତକ ହେଲେ ଜ୍ୟୋତି ରଞ୍ଜନ ମଠିଆ ( ୪୦ ) | ପେଟ୍ରୋଲ ନିଆଁରେ ଶରୀରର ଶହେ ପ୍ରତିଶତ ଜଳି ଯାଇଥିଲା | 

ସମ୍ପତ୍ତି ପାଇଁ ବାପା, ସାବତ ମାଆ ଓ ସାନ ଭାଇଙ୍କୁ ପେଟ୍ରୋଲ ଢାଳି ମାରିଦେଇଥିବା ଜ୍ୟୋତି ଗୁରୁତର ଅବସ୍ଥାରେ ବୟାନ ଦେଇଥିଲେ | ରାତି ପ୍ରାୟ ୪ ଟାରେ ଏମ୍ସରେ ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତର ଜ୍ୟୋତିଙ୍କୁ ମୃତ ଘୋଷଣା କରିଥିବା ସମ୍ପର୍କୀୟ କହିଛନ୍ତି | ପୁଲିସ ବାପା ସୁରେନ୍ଦ୍ର ନାଥ ମଠିଆ , ସାନ ପୁଅ ପ୍ରଶାନ୍ତ ମଠିଆଙ୍କୁ ଥାନାରେ ଅଟକ ରଖିଛି | ତେବେ ଏହା ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ଜ୍ୟୋତି ନିଜେ କହିଛନ୍ତି |

ସମ୍ପତ୍ତି ପାଇଁ ବାପା, ସାବତ ମାଆ ଓ ସାନ ଭାଇଙ୍କୁ ପେଟ୍ରୋଲ ଢାଳି ମାରିଦେଇଥିବା ଜ୍ୟୋତି ଗୁରୁତର ଅବସ୍ଥାରେ ବୟାନ ଦେଇଥିଲେ | ରାତି ପ୍ରାୟ ୪ ଟାରେ ଏମ୍ସରେ ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତର ଜ୍ୟୋତିଙ୍କୁ ମୃତ ଘୋଷଣା କରିଥିବା ସମ୍ପର୍କୀୟ କହିଛନ୍ତି | ପୁଲିସ ବାପା ସୁରେନ୍ଦ୍ର ନାଥ ମଠିଆ, ସାନ ପୁଅ ପ୍ରଶାନ୍ତ ମଠିଆଙ୍କୁ ଥାନାରେ ଅଟକ ରଖିଛି | ତେବେ ଏହା ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ଜ୍ୟୋତି ନିଜେ କହିଛନ୍ତି |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe