ବାଇକକୁ ଧକ୍କା ଦେଲା କାର୍: ଦୁଇ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ

Advertisment

ବଲାଙ୍ଗୀର ଜିଲ୍ଲା ସଇଁତଲା ଥାନା ଜାତୀୟ ରାଜପଥ-୨୬ରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଥିବା ମହଗାଁ ଛକ ଠାରେ ଏକ ବାଇକକୁ କାର୍ ଧକ୍କା ଦେଇଥିଲା। ଏହାଫଳରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି।

zx

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ସଇଁତଲା ଥାନା ଜାତୀୟ ରାଜପଥ-୨୬ରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଥିବା ମହଗାଁ ଛକ ଠାରେ ଏକ ବାଇକକୁ କାର୍ ଧକ୍କା ଦେଇଥିଲା। ଏହାଫଳରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି।

ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣା ହୋଇଛି। ମୃତକ ଦୁଇ ଜଣ ଟିଟିଲାଗଡ଼ ଥାନା ଶଗଡ଼ଘାଟ ପଞ୍ଚାୟତ ଅଞ୍ଚଳର ବୋଲି ଜଣାଯାଇଛି।. ପୁଲିସ ଦୁର୍ଘଟଣା ଘଟାଇଥିବା କାରକୁ ଜବତ କରି ତଦନ୍ତ ଜାରି ରଖିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe