ସୁନ୍ଦରଗଡ଼ ବିଜୁ ଏକ୍ସପ୍ରେସ ୱେରେ ଗଛକୁ ପିଟିଲା କାର୍, ଅଳ୍ପକେ ବର୍ତ୍ତିଲେ ଲୋକେ

ରାଉରକେଲା- ସମ୍ବଲପୁର ବିଜୁ ଏକ୍ସପ୍ରେସ ୱେ କରମଡିହି ପେଟ୍ରୋଲ ପମ୍ପ ନିକଟରେ ଦ୍ରୁତଗତିରେ ଆସୁଥିବା ଏକ କିଆ କାର୍ (ଓଡି୦୨ ସି ଏମ୍  ୨୬୯୧) ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। କାରରେ ବସିଥିବା ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

sfh

ସୁନ୍ଦରଗଡ଼: ଆଜି ସକାଳେ ରାଉରକେଲା- ସମ୍ବଲପୁର ବିଜୁ ଏକ୍ସପ୍ରେସ ୱେ କରମଡିହି ପେଟ୍ରୋଲ ପମ୍ପ ନିକଟରେ ଦ୍ରୁତଗତିରେ ଆସୁଥିବା ଏକ କିଆ କାର୍ (ଓଡି୦୨ ସି ଏମ୍  ୨୬୯୧) ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। କାରର ସମ୍ମୁଖ ଭାଗ ଭାଙ୍ଗି ଚୁରମାର ହୋଇଯାଇଛି। ତେବେ କାରରେ ବସିଥିବା ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

କାରରେ ୬ ଜଣ ଲୋକ ବସି ଦ୍ରୁତଗତିରେ ଆସୁଥିଲେ।  ବେପରୁୱା ଚାଳନା ଯୋଗୁଁ  ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe