ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର କଣ୍ଟା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଟ୍ରକ୍ ଓ କାର୍ ମଧ୍ୟରେ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଜଣଙ୍କର ମୁତ୍ଯୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି।
ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର କଣ୍ଟା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଟ୍ରକ୍ ଓ କାର୍ ମଧ୍ୟରେ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଜଣଙ୍କର ମୁତ୍ଯୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଆହତ ବ୍ୟକ୍ତିମାନଙ୍କୁ ଭଦ୍ରାଚଳମ୍ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।
ଆହତ ବ୍ୟକ୍ତିମାନଙ୍କୁ ଭଦ୍ରାଚଳମ୍ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/09/01/untitled-2025-09-01-12-07-41.png)