୩୦ ଫୁଟ୍ ତଳକୁ ଖସିଲା ସିମେଣ୍ଟ ବୋଝେଇ ଗାଡ଼ି, ଟ୍ରକ୍ ଭିତରେ ଚାପି ହୋଇ ଚାଳକ ମୃତ

୩୦ ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍। ଟ୍ରକ୍ ଭିତରେ ଚାପି ହୋଇ ଚାଲିଗଲା ଚାଳକଙ୍କ ଜୀବନ।ଘଟଣା ସ୍ଥଳରେ ଦମକଳ ବାହିନୀ ପହଞ୍ଚି କଟର ସାହାଯ୍ୟରେ କାଟି ଚାଳକଙ୍କ ମୃତ ଶରୀରକୁ ବାହାର କରିବା ପାଇଁ ଉଦ୍ୟମ ଚଳାଇଛନ୍ତି।

bnj

ଦଶପଲ୍ଲା: ୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍। ଟ୍ରକ୍ ଭିତରେ ଚାପି ହୋଇ ଚାଲିଗଲା ଚାଳକଙ୍କ ଜୀବନ।
ସୂଚନା ଅନୁଯାୟୀ, ଟ୍ରକ୍ ଟି ବିଶାଖାପାଟଣାରୁ ସିମେଣ୍ଟ ନେଇ ସୁନ୍ଦରଗଡ଼ ଯାଉଥିବା ବେଳେ ଦଶପଲ୍ଲା ଥାନା ବାରିହା ପିଟା ଗାଁ ନିକଟରେ ଥିବା ଏକ  କଲଭର୍ଟର ୩୦ଫୁଟ୍ ତଳକୁ ଖସି ପଡ଼ିଥିଲା। ଚାଳକ ଜଣଙ୍କ ଦୀର୍ଘ ସମୟ ଧରି ଚାପି ହୋଇ ରହିଥିଲେ। ଫଳରେ ତଙ୍କର ମୃତ୍ୟୁ ଘଟିଥିଲା। ଘଟଣା ସ୍ଥଳରେ ଦମକଳ ବାହିନୀ ପହଞ୍ଚି କଟର ସାହାଯ୍ୟରେ କାଟି ଚାଳକଙ୍କ ମୃତ ଶରୀରକୁ ବାହାର କରିବା ପାଇଁ ଉଦ୍ୟମ ଚଳାଇଛନ୍ତି।

ଟ୍ରକ୍ ଟି ବିଶାଖାପାଟଣାରୁ ସିମେଣ୍ଟ ନେଇ ସୁନ୍ଦରଗଡ଼ ଯାଉଥିବା ବେଳେ ଦଶପଲ୍ଲା ଥାନା ବାରିହା ପିଟା ଗାଁ ନିକଟରେ ଥିବା ଏକ  କଲଭର୍ଟର ୩୦ଫୁଟ୍ ତଳକୁ ଖସି ପଡ଼ିଥିଲା। ଚାଳକ ଜଣଙ୍କ ଦୀର୍ଘ ସମୟ ଧରି ଚାପି ହୋଇ ରହିଥିଲେ। ଫଳରେ ତଙ୍କର ମୃତ୍ୟୁ ଘଟିଥିଲା।ଚାଳକ ଜଣଙ୍କ ଝାଡ଼ଖଣ୍ଡ ରାଜ୍ୟ  କୋଡରମା ଜିଲ୍ଲା ଗାଁ ଜିଲୋଡ଼ିର  ବୋନେଷନ୍ ଖାଁ ବୋଲି ଜଣା ପଡ଼ିଥିବା ବେଳେ , ଘଟଣା ସ୍ଥଳରେ ଦଶପଲ୍ଲା ପୁଲିସ ପହଞ୍ଚି କେଉଁ ପରିସ୍ଥିତିରେ ଏତେ ବଡ଼ ଦୁର୍ଘଟଣା ଘଟିଲା, ତାର ତଦନ୍ତ ଚଳାଇଛି।
 

ଚାଳକ ଜଣଙ୍କ ଝାଡ଼ଖଣ୍ଡ ରାଜ୍ୟ  କୋଡରମା ଜିଲ୍ଲା ଗାଁ ଜିଲୋଡ଼ିର  ବୋନେଷନ୍ ଖାଁ ବୋଲି ଜଣା ପଡ଼ିଥିବା ବେଳେ , ଘଟଣା ସ୍ଥଳରେ ଦଶପଲ୍ଲା ପୁଲିସ ପହଞ୍ଚି କେଉଁ ପରିସ୍ଥିତିରେ ଏତେ ବଡ଼ ଦୁର୍ଘଟଣା ଘଟିଲା, ତାର ତଦନ୍ତ ଚଳାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe