ପୁରୀ: ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ପର୍ବ ‘ଛେରାପହଁରା’ ନୀତି ଅନୁଷ୍ଠିତ ହୋଇଯାଇଛି। ରଥ ଉପରେ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଦ୍ୱାରା ଛେରାପହଁରା ନୀତି କରାଯାଇଛି। ଗଜପତି ମହରାଜ ଆଜି ଶ୍ରୀନଅରରୁ ତାମଯାନରେ ଆସି ରଥ ଉପରେ ପହଞ୍ଚିଥିଲେ ।

Advertisment

ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ପର୍ବ ‘ଛେରାପହଁରା’ ନୀତି ଅନୁଷ୍ଠିତ ହୋଇଯାଇଛି। ରଥ ଉପରେ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଦ୍ୱାରା ଛେରାପହଁରା ନୀତି କରାଯାଇଛି । ଗଜପତି ମହରାଜ ଆଜି ଶ୍ରୀନଅରରୁ ତାମଯାନରେ ଆସି ରଥ ଉପରେ ପହଞ୍ଚିଥିଲେ। ସେ ରାଜାବେଶରେ ରଥ ଉପରେ ଛେରାପହଁରା କରିଥିଲେ। ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ପ୍ରଥମେ ତାଳଧ୍ୱଜ ରଥରେ ଚଢ଼ି ସୁବାସିତ ଜଳ ସିଞ୍ଚନ କରିଥିଲେ।  ପରେ ସୁବର୍ଣ୍ଣ ଖଡ଼ିକାରେ ଛେରାପହଁରା କରିଥିଲେ ସେ।

ସେ ରାଜାବେଶରେ ରଥ ଉପରେ ଛେରାପହଁରା କରିଥିଲେ । ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ପ୍ରଥମେ ତାଳଧ୍ୱଜ ରଥରେ ଚଢ଼ି ସୁବାସିତ ଜଳ ସିଞ୍ଚନ କରିଥିଲେ।  ପରେ ସୁବର୍ଣ୍ଣ ଖଡ଼ିକାରେ ଛେରାପହଁରା କରିଥିଲେ ସେ।

rath yatra 2025